2 Kings 5:2 — Compare Translations

5 translations compared side by side

Odia - 1840
"ଅରାମୀଯମାନେ ସୈନ୍ଯଦଳ ଦ୍ବାରା ଇଶ୍ରାୟେଲ ବିରୁଦ୍ଧ ରେ ଲଢୁଥିଲେ। ସମାନେେ ସମାନଙ୍କେର ଦାସ କରିବାକୁ ଇଶ୍ରାୟେଲରୁ ଘନେି ଆସୁଥିଲେ। ଏକ ସମୟରେ ସମାନେେ ଗୋଟିଏ େଛାଟ ବାଳିକା ନଇେ ଆସିଥିଲେ। ସହେି ବାଳିକାଟି ନାମାନ୍ ଭାର୍ୟ୍ଯାର ଦାସୀ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍ର ଭାର୍ଯ୍ୟାର ସେବା କରୁଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅରାମୀୟମାନେ ସୈନ୍ୟଦଳ ଦ୍ୱାରା ଇସ୍ରାଏଲ ବିରୁଦ୍ଧରେ ଲଢ଼ୁଥିଲେ। ସେମାନେ ସେମାନଙ୍କର ଦାସ କରିବାକୁ ଇସ୍ରାଏଲରୁ ଘେନି ଆସୁଥିଲେ। ଏକ ସମୟରେ ସେମାନେ ଗୋଟିଏ ଛୋଟ ବାଳିକା ନେଇ ଆସିଥିଲେ। ସେହି ବାଳିକାଟି ନାମା‌ନଙ୍କ ଭାର୍ଯ୍ୟାର ଦାସୀ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍‍ର ଭାର୍ଯ୍ୟାର ସେବା କରୁଥିଲା।
Odia IRV 2017 (ଓଡିଆ ବାଇବେଲ)
ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍‍ର ଭାର୍ଯ୍ୟାର ସେବା କରୁଥିଲା।