2 Kings 5:21 — Compare Translations

5 translations compared side by side

Odia - 1840
"ତେଣୁ ଗି ହଜେୀ ନାମାନ୍ଙ୍କୁ ଅନୁସରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଗିହେଜୀ ନାମାନ୍ର ପଛେ ପଛେ ଗଲା । ଏଥିରେ ନାମାନ୍ ଆପଣା ପଛେ ଜଣକୁ ଦୌଡ଼ିବାର ଦେଖି ତାହାକୁ ଭେଟିବା ପାଇଁ ରଥରୁ ଓହ୍ଲାଇ ପଚାରିଲା, ସବୁ କୁଶଳ ତ?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଗିହେଜୀ ନାମାନଙ୍କୁ ଅନୁସରଣ କଲା। ନାମାନ୍ ଦେଖିଲେ କେହି ଜଣେ ତାଙ୍କର ପଛରେ ଦୌଡ଼ୁଛି। ତେଣୁ ସେ ରଥରୁ ଓହ୍ଲାଇ ତାଙ୍କୁ ଅଭିନନ୍ଦନ କଲେ ଓ ପଗ୍ଭରିଲେ, “ସମସ୍ତ କୁଶଳତ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଗିହେଜୀ ନାମାନ୍‍ର ପଛେ ପଛେ ଗଲା। ଏଥିରେ ନାମାନ୍‍ ଆପଣା ପଛେ ଜଣକୁ ଦୌଡ଼ିବାର ଦେଖି ତାହାକୁ ସାକ୍ଷାତ କରିବା ପାଇଁ ରଥରୁ ଓହ୍ଲାଇ ପଚାରିଲା, “ସବୁ କୁଶଳ ତ?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଗିହେଜୀ ନାମାନ୍‍ର ପଛେ ପଛେ ଗଲା। ଏଥିରେ ନାମାନ୍‍ ଆପଣା ପଛେ ଜଣକୁ ଦୌଡ଼ିବାର ଦେଖି ତାହାକୁ ସାକ୍ଷାତ କରିବା ପାଇଁ ରଥରୁ ଓହ୍ଲାଇ ପଚାରିଲା, “ସବୁ କୁଶଳ ତ?”