2 Kings 5:24 — Compare Translations

5 translations compared side by side

Odia - 1840
"ଗି ହଜେୀ ଉପପର୍ବତ ନିକଟରେ ପହଞ୍ଚି ସମାନଙ୍କେଠାରୁ ସମସ୍ତ ଦ୍ରବ୍ଯ ନଇେ ଗୃହ ଭିତ ରେ ଲୁଚାଇ ରଖିଲେ ଓ ସହେି ଦୁଇଜଣ ଦାସଙ୍କୁ ବିଦାଯ ଦବୋରୁ ସମାନେେ ଗ୍ଭଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଉପପର୍ବତରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ଗୃହରେ ରଖିଲା; ଆଉ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ଚାଲିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗିହେଜୀ ଉପପର୍ବତ ନିକଟରେ ପହଞ୍ଚି ସେମାନଙ୍କଠାରୁ ସମସ୍ତ ଦ୍ରବ୍ୟ ନେଇ ଗୃହ ଭିତରେ ଲୁଗ୍ଭଇ ରଖିଲା ଓ ସେହି ଦୁଇଜଣ ଦାସଙ୍କୁ ବିଦାୟ ଦେବାରୁ ସେମାନେ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଉପପର୍ବତରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ଗୃହରେ ରଖିଲା; ଆଉ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଉପପର୍ବତରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ଗୃହରେ ରଖିଲା; ଆଉ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ଚାଲିଗଲେ।