2 Kings 5:25 — Compare Translations

5 translations compared side by side

Odia - 1840
"ଏହାପରେ ସେ ଭିତରକୁ ୟାଇ ଆପଣା ମହାଶୟ ସମ୍ମୁଖ ରେ ଛିଡା ହେଲେ। ତହୁଁ ଇଲୀଶାୟ ଗି ହଜେୀକୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା । ତହିଁରେ ଇଲୀଶାୟ ତାହାକୁ ପଚାରିଲେ, ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ? ତହୁଁ ସେ କହିଲା, ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ଭିତରକୁ ଯାଇ ଆପଣା ମହାଶୟ ସମ୍ମୁଖରେ ଛିଡ଼ା ହେଲା। ତହୁଁ ଇଲୀଶାୟ ଗିହେଜୀକୁ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ଗିହେଜୀ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”