2 Kings 5:26 — Compare Translations

5 translations compared side by side

Odia - 1840
"ଏଥି ରେ ଇଲୀଶାୟ ତାକୁ କହିଲେ, ଏହା ସତ୍ଯ ନୁହେଁ କି? ସେ ଲୋକ ତୁମ୍ଭକୁ ଭଟେିବାକୁ ଯେତବେେଳେ ନିଜ ରଥରୁ ଫରେି ଆସିଲା, ସେତବେେଳେ ମାରେ ଅନ୍ତଃକରଣ ତୁମ୍ଭ ସାଥୀ ରେ ଥିଲା? ଅର୍ଥ, ବସ୍ତ୍ର, ତୈଳ, ଦ୍ରାକ୍ଷା, ମଷେ, ଗୋରୁ ଓ ଦାସ-ଦାସୀ ଗ୍ରହଣ କରିବାର ତାହା କ'ଣ ସମୟ ନୁହେଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଇଲୀଶାୟ ତାହାକୁ କହିଲେ, ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା? ଏ କି ରୂପା ଗ୍ରହଣ କରିବାର ଓ ବସ୍ତ୍ର ଓ ଜୀତକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ମେଷ ଓ ଗୋରୁ ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ?
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଇଲୀଶାୟ ତାକୁ କହିଲେ, “ଏହା ସତ୍ୟ ନୁହେଁ କି? ସେ ଲୋକ ତୁମ୍ଭକୁ ଭେଟିବାକୁ ଯେତେବେଳେ ନିଜ ରଥରୁ ଫେରି ଆସିଲା, ସେତେବେଳେ ମୋର ଅନ୍ତଃକରଣ ତୁମ୍ଭ ସାଥୀରେ ଥିଲା? ଅର୍ଥ, ବସ୍ତ୍ର, ତୈଳ, ଦ୍ରାକ୍ଷା, ମେଷ, ଗୋରୁ ଓ ଦାସ-ଦାସୀ ଗ୍ରହଣ କରିବାର ତାହା କ’ଣ ସମୟ ନୁହେଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଇଲୀଶାୟ ତାହାକୁ କହିଲେ, “ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା? ଏ କି ରୂପା, ବସ୍ତ୍ର, ଜୀତକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ମେଷ, କି ଗୋରୁ, ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ?
Odia IRV 2017 (ଓଡିଆ ବାଇବେଲ)