2 Kings 5:27 — Compare Translations

5 translations compared side by side

Odia - 1840
"ଏଣୁ ନାମାନ୍ର ଚର୍ମ ରୋଗ ତୁମ୍ଭଠା ରେ ଓ ତୁମ୍ଭ ବଂଶଠା ରେ ଚିରକାଳ ପର୍ୟ୍ଯନ୍ତ ଲାଗି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ନାମାନ୍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ । ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ଵେତକୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରି ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ନାମା‌ନ୍‌ର ଚର୍ମ ରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶଠାରେ ଚିରକାଳ ପର୍ଯ୍ୟନ୍ତ ଲାଗି ରହିବ।” ତୁରନ୍ତ ଗିହେଜୀର ଶରୀର ବରଫ ଚର୍ମ ରୋଗ ସହିତ ଧବଳ ପାଲଟିଗଲା ଓ ସେ ସ୍ଥାନ ଛାଡ଼ି ଗ୍ଭଲିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ନାମାନ୍‍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ।” ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ୱେତ କୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରିଗଲା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ନାମାନ୍‍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ।” ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ୱେତ କୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରି ଗଲା।