2 Kings 5:4 — Compare Translations
5 translations compared side by side
Odia - 1840
"ନାମାନ୍ ନିଜର ପ୍ରଭୁ ଅରାମ୍ର ରାଜାଙ୍କ ନିକଟକୁ ୟାଇ ଇଶ୍ରାୟେଲୀୟ ବାଳିକା ଯାହା କହିଥିଲେ ସବୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁକୁ ଜଣାଇ କହିଲା, ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ ।
Odia Bible ERV 2004 (ପବିତ୍ର ବାଇବଲ)
ନାମାନ୍ ନିଜର ପ୍ରଭୁ ଅରାମ୍ର ରାଜାଙ୍କ ନିକଟକୁ ଯାଇ ଇସ୍ରାଏଲୀୟ ବାଳିକା ଯାହା କହିଥିଲେ ସବୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁଙ୍କୁ ଜଣାଇ କହିଲା, “ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁଙ୍କୁ ଜଣାଇ କହିଲା, “ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।”