2 Kings 5:6 — Compare Translations

5 translations compared side by side

Odia - 1840
"ନାମାନ୍ ଇଶ୍ରାୟେଲ ରାଜାଙ୍କ ନିକଟକୁ ଅରାମ୍ ରାଜାଙ୍କଠାରୁ ଖଣ୍ଡେ ପତ୍ର ଦେଲେ। ଚିଠି ରେ ଲଖାେଥିଲା, ମୁଁ ମାରେ ଦାସ ନାମାନ୍କୁ ତୁମ୍ଭ ପାଖକୁ ପଠାଇଲି। ଦୟାକରି ତାକୁ ଚର୍ମ ରୋଗରୁ ତାକୁ ଆରୋଗ୍ୟ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଇସ୍ରାଏଲର ରାଜାଙ୍କ ନିକଟକୁ ପତ୍ର ନେଇ ଗଲା; ତହିଁରେ ଏହା ଲେଖାଥିଲା, ଯଥା, ପୁଣି ଏହି ପତ୍ର ତୁମ୍ଭ ନିକଟରେ ପହୁଞ୍ଚିଲେ ଦେଖିବ ଯେ, ମୁଁ ଆପଣା ଦାସ ନାମାନ୍କୁ ତୁମ୍ଭ ନିକଟକୁ ପଠାଇଲି, ଯେପରି ତୁମ୍ଭେ ତାହାକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ନାମାନ୍ ଇସ୍ରାଏଲର ରାଜାଙ୍କ ନିକଟକୁ ଅରାମ୍ ରାଜାଙ୍କଠାରୁ ଖଣ୍ଡେ ପତ୍ର ନେଲେ। ଚିଠିରେ ଲେଖାଥିଲା, “ମୁଁ ମୋର ଦାସ ନାମା‌ନଙ୍କୁ ତୁମ୍ଭ ପାଖକୁ ପଠାଇଲି। ଦୟାକରି ତାକୁ ଚର୍ମ ରୋଗରୁ ଆରୋଗ୍ୟ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଇସ୍ରାଏଲର ରାଜାଙ୍କ ନିକଟକୁ ପତ୍ର ନେଇଗଲା; ତହିଁରେ ଏହା ଲେଖାଥିଲା, ଯଥା, “ପୁଣି ଏହି ପତ୍ର ତୁମ୍ଭ ନିକଟରେ ପହଞ୍ଚିଲେ ଦେଖିବ ଯେ, ମୁଁ ଆପଣା ଦାସ ନାମାନ୍‍କୁ ତୁମ୍ଭ ନିକଟକୁ ପଠାଇଲି, ଯେପରି ତୁମ୍ଭେ ତାହାକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବ।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଇସ୍ରାଏଲର ରାଜାଙ୍କ ନିକଟକୁ ପତ୍ର ନେଇ ଗଲା; ତହିଁରେ ଏହା ଲେଖାଥିଲା, ଯଥା, “ପୁଣି ଏହି ପତ୍ର ତୁମ୍ଭ ନିକଟରେ ପହଞ୍ଚିଲେ ଦେଖିବ ଯେ, ମୁଁ ଆପଣା ଦାସ ନାମାନ୍‍କୁ ତୁମ୍ଭ ନିକଟକୁ ପଠାଇଲି, ଯେପରି ତୁମ୍ଭେ ତାହାକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବ।”