2 Kings 5:7 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ରାଜା ଯେତବେେଳେ ଚିଠିଟି ପାଠ କଲେ ସେ ଦୁଃଖ ରେ ନିଜର ବସ୍ତ୍ରକୁ ଚିରି କହିଲେ, ମୁଁ ସଦାପ୍ରଭୁ ୟିଏ ମୃତ ଓ ଜନ୍ମ ଦବୋ ମାରେଅଧିନ ରେ ଅଟେ କି? କାହିଁକି ଚର୍ମ ରୋଗରୁ ଆରୋଗ୍ୟ ହବେ ବୋଲି ଅରାମ୍ ରାଜା ମାେ ପାଖକୁ ଜଣେ ଲୋକ ପଠାଇଛି? ତେଣୁ ମୁଁ ବିନଯ କରୁଛି, ତୁମ୍ଭମାନେେ ବିଗ୍ଭର କର। ସେ କିପରି ଆମ୍ଭମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବା ପାଇଁ ଗୋଟିଏ ତୃଟି ପାଇବାକୁ ଚେଷ୍ଟା କରୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ଵର କି ମୁଁ, ଯେ ଏ ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋʼ ନିକଟକୁ ପଠାଇଅଛି? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ରାଜା ଯେତେବେଳେ ଚିଠିଟି ପାଠ କଲେ ସେ ଦୁଃଖରେ ନିଜର ବସ୍ତ୍ରକୁ ଚିରି କହିଲେ, “ମୁଁ ସଦାପ୍ରଭୁ ଯିଏ ମୃତ ଓ ଜନ୍ମ ଦେବା ମୋର ଅଧୀନରେ ଅଟେ କି? କାହିଁକି ଚର୍ମ ରୋଗରୁ ଆରୋଗ୍ୟ ହେବ ବୋଲି ଅରାମ୍ ରାଜା ମୋ’ ପାଖକୁ ଜଣେ ଲୋକ ପଠାଇଛି? ତେଣୁ ମୁଁ ବିନୟ କରୁଛି, ତୁମ୍ଭେମାନେ ବିଗ୍ଭର କର। ସେ କିପରି ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଗୋଟିଏ ତୃଟି ପାଇବାକୁ ଚେଷ୍ଟା କରୁଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋʼ ନିକଟକୁ ପଠାଇଅଛି? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋ’ ନିକଟକୁ ପଠାଇଅଛି? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।”