2 Kings 5:9 — Compare Translations
5 translations compared side by side
Odia - 1840
"ତେଣୁ ନାମାନ୍ ନିଜର ଅଶ୍ବ ଓ ରଥାଦି ସହିତ ଇଲୀଶାୟଙ୍କ ଗୃହକୁ ଆସିଲେ। ସେ ଦ୍ବାର ନିକଟରେ ଠିଆ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ନାମାନ୍ ଆପଣା ଅଶ୍ଵ ଓ ରଥାଦି ସହିତ ଆସି ଇଲୀଶାୟଙ୍କ ଗୃହର ଦ୍ଵାର ନିକଟରେ ଠିଆ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ନାମାନ୍ ନିଜର ଅଶ୍ୱ ଓ ରଥାଦି ସହିତ ଇଲୀଶାୟଙ୍କ ଗୃହକୁ ଆସିଲେ। ସେ ଦ୍ୱାର ନିକଟରେ ଠିଆ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ନାମାନ୍ ଆପଣା ଅଶ୍ୱ ଓ ରଥ ଇତ୍ୟାଦି ସହିତ ଆସି ଇଲୀଶାୟଙ୍କ ଗୃହର ଦ୍ୱାର ନିକଟରେ ଠିଆ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ନାମାନ୍ ଆପଣା ଅଶ୍ୱ ଓ ରଥ ଇତ୍ୟାଦି ସହିତ ଆସି ଇଲୀଶାୟଙ୍କ ଗୃହର ଦ୍ୱାର ନିକଟରେ ଠିଆ ହେଲା।