2 Kings 6:1 — Compare Translations

5 translations compared side by side

Odia - 1840
"ଅନନ୍ତର ଭବିଷ୍ଯଦ୍ବକ୍ତାଙ୍କ ସନ୍ତାନମାନେ ଇଲୀଶାୟଙ୍କୁ କହିଲେ, ଆମ୍ଭମାନେେ ଆପଣଙ୍କ ସମ୍ମୁଖ ରେ ଯେଉଁ ସ୍ଥାନ ରେ ବାସ କରୁଛୁ, ତାହା ଆମ୍ଭମାନଙ୍କ ପାଇଁ ଅତ୍ଯନ୍ତ ସଂକୀର୍ଣ୍ଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ସମୟରେ ଭବିଷ୍ୟଦ୍ବକ୍ତାଗଣର ପୁତ୍ରମାନେ ଇଲୀଶାୟଙ୍କୁ କହିଲେ, ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଏହି ଯେଉଁ ସ୍ଥାନରେ ବାସ କରୁଅଛୁ, ତାହା ଆମ୍ଭମାନଙ୍କ ପାଇଁ ସଂକୀର୍ଣ୍ଣ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ଓ କୁହ୍ରାଡ଼ି ଲୁହା ଅନନ୍ତର ଭବିଷ୍ୟ‌ଦ୍‌ବକ୍ତାଙ୍କ ସନ୍ତାନମାନେ ଇଲୀଶାୟଙ୍କୁ କହିଲେ, “ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଯେଉଁ ସ୍ଥାନରେ ବାସ କରୁଛୁ, ତାହା ଆମ୍ଭମାନଙ୍କ ପାଇଁ ଅତ୍ୟନ୍ତ ସଂକୀର୍ଣ୍ଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ସମୟରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଏହି ଯେଉଁ ସ୍ଥାନରେ ବାସ କରୁଅଛୁ, ତାହା ଆମ୍ଭମାନଙ୍କ ପାଇଁ ସଂକୀର୍ଣ୍ଣ।
Odia IRV 2017 (ଓଡିଆ ବାଇବେଲ)
ଏକ ସମୟରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଏହି ଯେଉଁ ସ୍ଥାନରେ ବାସ କରୁଅଛୁ, ତାହା ଆମ୍ଭମାନଙ୍କ ପାଇଁ ସଂକୀର୍ଣ୍ଣ।