2 Kings 6:11 — Compare Translations

5 translations compared side by side

Odia - 1840
"ଏଥି ରେ ଅରାମର ରାଜା ଅତ୍ଯନ୍ତ ବ୍ଯସ୍ତ ହାଇେ ପଡିଲେ। ସେ ତାଙ୍କର ଉଚ୍ଚ କର୍ମଗ୍ଭରୀଙ୍କୁ ଡାକି କହିଲେ, ତୁମ୍ଭେ ମାେତେ କୁହ ଆମ୍ଭମାନଙ୍କ ମଧ୍ଯରୁ କିଏ ଇଶ୍ରାୟେଲ ପାଇଁ ଗୋପନ ରେ ସନ୍ଧାନ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏଥିଲାଗି ଅରାମୀୟ ରାଜାର ହୃଦୟ ଅତି ବ୍ୟସ୍ତ ହେଲା; ଏଣୁ ସେ ଆପଣା ଦାସମାନଙ୍କୁ ଡାକି ସେମାନଙ୍କୁ କହିଲା, ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ-ରାଜାର ସପକ୍ଷ, ଏହା କʼଣ ତୁମ୍ଭେମାନେ ମୋତେ ଜଣାଇବ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଅରାମର ରାଜା ଅତ୍ୟନ୍ତ ବ୍ୟସ୍ତ ହୋଇ ପଡ଼ିଲେ। ସେ ତାଙ୍କର ଉଚ୍ଚ କର୍ମଗ୍ଭରୀଙ୍କୁ ଡାକି କହିଲେ, “ତୁମ୍ଭେ ମୋତେ କୁହ ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ ପାଇଁ ଗୋପନରେ ସନ୍ଧାନ କରୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଏଥିସକାଶୁ ଅରାମୀୟ ରାଜାର ହୃଦୟ ଅତି ବ୍ୟସ୍ତ ହେଲା; ଏଣୁ ସେ ଆପଣା ଦାସମାନଙ୍କୁ ଡାକି ସେମାନଙ୍କୁ କହିଲା, “ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ ରାଜାର ସପକ୍ଷ, ଏହା କʼଣ ତୁମ୍ଭେମାନେ ମୋତେ ଜଣାଇବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ଏଥିସକାଶୁ ଅରାମୀୟ ରାଜାର ହୃଦୟ ଅତି ବ୍ୟସ୍ତ ହେଲା; ଏଣୁ ସେ ଆପଣା ଦାସମାନଙ୍କୁ ଡାକି ସେମାନଙ୍କୁ କହିଲା, “ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ ରାଜାର ସପକ୍ଷ, ଏହା କ’ଣ ତୁମ୍ଭେମାନେ ମୋତେ ଜଣାଇବ ନାହିଁ।”