2 Kings 6:12 — Compare Translations

5 translations compared side by side

Odia - 1840
"ଅରାମ ରାଜାଙ୍କ ଅଧିକାରୀଗଣ ମଧ୍ଯରୁ ଜଣେ କହିଲା, ନା, ସଦାପ୍ରଭୁ, ଆମ୍ଭମାନଙ୍କ ମଧ୍ଯରୁ କହେି ଗୁପ୍ତଚର କାମ କରୁନାହାଁନ୍ତି। ଭବିଷ୍ଯଦ୍ବକ୍ତା ଇଲୀଶାୟ ବହୁତ ଗୋପନାଯ କଥା ଇଶ୍ରାୟେଲ ରାଜାଙ୍କୁ ଜଣାନ୍ତି, ଏପରିକି ଶଯନ ଗୃହ ରେ ଯେଉଁ କଥା କୁହନ୍ତି, ତାହା ମଧ୍ଯ ସେ ରାଜାଙ୍କୁ ଜଣାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ କହିଲା, ନା, ହେ ମୋʼ ପ୍ରଭୋ, ମହାରାଜ, ମାତ୍ର ଆପଣ ନିଜ ଶୟନଗୃହରେ ଯାହା ଯାହା କହନ୍ତି, ସେସବୁ କଥା ଇସ୍ରାଏଲର ମଧ୍ୟବର୍ତ୍ତୀ ଇଲୀଶାୟ ଭବିଷ୍ୟଦ୍ବକ୍ତା ଇସ୍ରାଏଲର ରାଜାକୁ ଜଣାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଅରାମ ରାଜାଙ୍କ ଅଧିକାରୀଗଣ ମଧ୍ୟରୁ ଜଣେ କହିଲା, “ନା, ପ୍ରଭୁ, ଆମ୍ଭମାନଙ୍କ ମଧ୍ୟରୁ କେହି ଗୁପ୍ତଚର କାମ କରୁ ନାହାନ୍ତି। ଭବିଷ୍ୟ‌ଦ୍‌ବକ୍ତା ଇଲୀଶାୟ ବହୁତ ଗୋପନୀୟ କଥା ଇସ୍ରାଏଲ ରାଜାଙ୍କୁ ଜଣାନ୍ତି, ଏପରିକି ଶୟନ ଗୃହରେ ଯେଉଁ କଥା କୁହନ୍ତି, ତାହା ମଧ୍ୟ ସେ ରାଜାଙ୍କୁ ଜଣାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ କହିଲା, “ନା, ହେ ମୋʼ ପ୍ରଭୋ, ମହାରାଜ, ମାତ୍ର ଆପଣ ନିଜ ଶୟନ ଗୃହରେ ଯାହା ଯାହା କହନ୍ତି, ସେସବୁ କଥା ଇସ୍ରାଏଲର ମଧ୍ୟବର୍ତ୍ତୀ ଇଲୀଶାୟ ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜାକୁ ଜଣାଏ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ କହିଲା, “ନା, ହେ ମୋ’ ପ୍ରଭୁ, ମହାରାଜ, ମାତ୍ର ଆପଣ ନିଜ ଶୟନ ଗୃହରେ ଯାହା ଯାହା କହନ୍ତି, ସେସବୁ କଥା ଇସ୍ରାଏଲର ମଧ୍ୟବର୍ତ୍ତୀ ଇଲୀଶାୟ ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜାକୁ ଜଣାଏ।”