2 Kings 6:13 — Compare Translations

5 translations compared side by side

Odia - 1840
"ତହୁଁ ଅରାମର ରାଜା କହିଲେ, ୟାଇ ଦେଖ, ସେ କେଉଁଠା ରେ ଅଛି? ମୁଁ ଲୋକ ପଠାଇ ତାକୁ ଆଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲା, ଯାଇ ଦେଖ, ସେ କେଉଁଠାରେ ଅଛି, ତହିଁରେ ମୁଁ ଲୋକ ପଠାଇ ତାହାକୁ ଆଣିବି । ଏଉତ୍ତାରେ ତାହାକୁ ସମ୍ଵାଦ ଦିଆଗଲା ଯେ, ଦେଖନ୍ତୁ, ସେ ଦୋଥନରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଅରାମର ରାଜା କହିଲେ, “ଯାଇ ଦେଖ, ସେ କେଉଁଠାରେ ଅଛି? ମୁଁ ଲୋକ ପଠାଇ ତାକୁ ଆଣିବି।” ତାଙ୍କର ଦାସମାନେ କହିଲେ, “ଇଲୀଶାୟ ବର୍ତ୍ତମାନ ଦୋଥନରେ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଅରାମୀୟ ରାଜା କହିଲା, “ଯାଇ ଦେଖ, ଇଲୀଶାୟ କେଉଁଠାରେ ଅଛି, ତହିଁରେ ମୁଁ ଲୋକ ପଠାଇ ତାହାକୁ ଆଣିବି।” ଏଥିଉତ୍ତାରେ ତାହାକୁ ସମ୍ବାଦ ଦିଆଗଲା ଯେ, “ଦେଖନ୍ତୁ, ସେ ଦୋଥନରେ ଅଛି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଅରାମୀୟ ରାଜା କହିଲା, “ଯାଇ ଦେଖ, ଇଲୀଶାୟ କେଉଁଠାରେ ଅଛି, ତହିଁରେ ମୁଁ ଲୋକ ପଠାଇ ତାହାକୁ ଆଣିବି।” ଏଥିଉତ୍ତାରେ ତାହାକୁ ସମ୍ବାଦ ଦିଆଗଲା ଯେ, “ଦେଖନ୍ତୁ, ସେ ଦୋଥନରେ ଅଛି।”