2 Kings 6:14 — Compare Translations

5 translations compared side by side

Odia - 1840
"ତା'ପରେ ଅରାମର ରାଜା ଅଶ୍ବାରୋହୀ, ରଥା ରୋହୀ ଓ ଏକ ବିରାଟ ସୈନ୍ଯବାହିନୀକୁ ଦୋଥନ ପଠାଇଲେ। ସମାନେେ ରାତ୍ରି ରେ ନଗରଟିକୁ ଚତୁର୍ଦ୍ଦିଗରୁ ବେଷ୍ଟନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେ ସେସ୍ଥାନକୁ ଅଶ୍ଵଗଣ ଓ ରଥ ଓ ମହାସୈନ୍ୟଦଳ ପଠାଇଲା; ପୁଣି ସେମାନେ ରାତ୍ରିରେ ଆସି ନଗରର ଚତୁର୍ଦ୍ଦିଗ ବେଷ୍ଟନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଅରାମର ରାଜା ଅଶ୍ୱାରୋହୀ, ରଥାରୋହୀ ଓ ଏକ ବିରାଟ ସୈନ୍ୟବାହିନୀକୁ ଦୋଥନ ପଠାଇଲେ। ସେମାନେ ରାତ୍ରିରେ ନଗରଟିକୁ ଚତୁର୍ଦ୍ଦିଗରୁ ବେଷ୍ଟନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେ ସେସ୍ଥାନକୁ ଅଶ୍ୱଗଣ ଓ ରଥ ଓ ମହାସୈନ୍ୟଦଳ ପଠାଇଲା; ପୁଣି ସେମାନେ ରାତ୍ରିରେ ଆସି ନଗରର ଚତୁର୍ଦ୍ଦିଗ ବେଷ୍ଟନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେ ସେସ୍ଥାନକୁ ଅଶ୍ୱଗଣ ଓ ରଥ ଓ ମହାସୈନ୍ୟଦଳ ପଠାଇଲା; ପୁଣି ସେମାନେ ରାତ୍ରିରେ ଆସି ନଗରର ଚତୁର୍ଦ୍ଦିଗ ବେଷ୍ଟନ କଲେ।