2 Kings 6:15 — Compare Translations

5 translations compared side by side

Odia - 1840
"ଇଲୀଶାୟର ଦାସ ପ୍ରତ୍ଯୁଷରୁ ଉଠି ବାହାରକୁ ଗଲା ଓ ନଗରର ଚତୁର୍ଦ୍ଦିଗ ରେ ଅଶ୍ବାରୋହୀ ଓ ରଥା ରୋହୀମାନଙ୍କୁ ବେଢି ରହିଥିବାର ଦେଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ପରମେଶ୍ଵରଙ୍କ ଲୋକଙ୍କ ସେବକ ପ୍ରଭାତରେ ଉଠି ବାହାରକୁ ଯାʼନ୍ତେ, ଦେଖ, ଏକ ସୈନ୍ୟଦଳ ଅଶ୍ଵ ଓ ରଥ ସହିତ ନଗରର ଚତୁର୍ଦ୍ଦିଗ ବେଷ୍ଟନ କରିଅଛନ୍ତି । ତହୁଁ ତାଙ୍କର ଦାସ ତାଙ୍କୁ କହିଲା, ହାୟ, ମୋହାର ପ୍ରଭୋଣ! ଆମ୍ଭେମାନେ କଅଣ କରିବା?
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟର ଦାସ ପ୍ରତ୍ୟୁଷରୁ ଉଠି ବାହାରକୁ ଗଲା ଓ ନଗରର ଚତୁର୍ଦ୍ଦିଗରେ ଅଶ୍ୱାରୋହୀ ଓ ରଥାରୋହୀମାନଙ୍କୁ ବେଢ଼ି ରହିଥିବାର ଦେଖିଲା। ତହୁଁ ସେ ଯାଇ ଇଲୀଶାୟଙ୍କୁ କହିଲା, “ହେ ମୋର ପ୍ରଭୁ, ଆମ୍ଭେମାନେ କ’ଣ କରିବା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ପରମେଶ୍ୱରଙ୍କ ଲୋକଙ୍କ ସେବକ ପ୍ରଭାତରେ ଉଠି ବାହାରକୁ ଯାଆନ୍ତେ, ଦେଖ, ଏକ ସୈନ୍ୟଦଳ ଅଶ୍ୱ ଓ ରଥ ସହିତ ନଗରର ଚତୁର୍ଦ୍ଦିଗ ବେଷ୍ଟନ କରିଅଛନ୍ତି। ତହୁଁ ତାଙ୍କର ଦାସ ତାଙ୍କୁ କହିଲା, “ହାୟ, ମୋହର ପ୍ରଭୋ! ଆମ୍ଭେମାନେ କଅଣ କରିବା?”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ପରମେଶ୍ୱରଙ୍କ ଲୋକଙ୍କ ସେବକ ପ୍ରଭାତରେ ଉଠି ବାହାରକୁ ଯାଆନ୍ତେ, ଦେଖ, ଏକ ସୈନ୍ୟଦଳ ଅଶ୍ୱ ଓ ରଥ ସହିତ ନଗରର ଚତୁର୍ଦ୍ଦିଗ ବେଷ୍ଟନ କରିଅଛନ୍ତି। ତହୁଁ ତାଙ୍କର ଦାସ ତାଙ୍କୁ କହିଲା, “ହାୟ, ମୋହର ପ୍ରଭୁ! ଆମ୍ଭେମାନେ କଅଣ କରିବା?”