2 Kings 6:16 — Compare Translations
5 translations compared side by side
Odia - 1840
"ଇଲୀଶାୟ କହିଲେ, ଭୟ କରନାହିଁ, କାରଣ ଯୋଦ୍ଧା ଆମ୍ଭ ପାଇଁ ୟିଏ ୟୁଦ୍ଧ କରୁଛନ୍ତି, ସମାନଙ୍କେଠାରୁ ଅଧିକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଉତ୍ତର କଲେ, ଭୟ କର ନାହିଁ; କାରଣ ସେମାନଙ୍କ ସଙ୍ଗୀଗଣ ଅପେକ୍ଷା ଆମ୍ଭମାନଙ୍କ ସଙ୍ଗୀଗଣ ଅଧିକ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ କହିଲେ, “ଭୟ କର ନାହିଁ, କାରଣ ଯେଉଁ ଯୋଦ୍ଧା ଆମ୍ଭ ପାଇଁ ଯୁଦ୍ଧ କରୁଛନ୍ତି, ସେମାନଙ୍କଠାରୁ ଅଧିକ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଉତ୍ତର କଲେ, “ଭୟ କର ନାହିଁ; କାରଣ ସେମାନଙ୍କ ସଙ୍ଗୀଗଣ ଅପେକ୍ଷା ଆମ୍ଭମାନଙ୍କ ସଙ୍ଗୀଗଣ ଅଧିକ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଉତ୍ତର କଲେ, “ଭୟ କର ନାହିଁ; କାରଣ ସେମାନଙ୍କ ସଙ୍ଗୀଗଣ ଅପେକ୍ଷା ଆମ୍ଭମାନଙ୍କ ସଙ୍ଗୀଗଣ ଅଧିକ।”