2 Kings 6:19 — Compare Translations

5 translations compared side by side

Odia - 1840
"ଇଲୀଶାୟ ଅରାମର ସୈନ୍ଯଗଣଙ୍କୁ କହିଲେ, ଏହା ଠିକ୍ ପଥ ନୁହେଁ କି ଏହା ଠିକ୍ ନଗର ନୁହେଁ। ମାେତେ ଅନୁସରଣ କର, ତୁମ୍ଭମାନେେ ଯେଉଁ ଲୋକକୁ ଖୋଜୁଛ, ତା' ନିକଟକୁ ମୁଁ ନଇୟିବେି। ତା'ପରେ ସେ ଅରାମର ସନୋ ଶମରିଯାକୁ ପରିଗ୍ଭଳିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇଲୀଶାୟ ସେମାନଙ୍କୁ କହିଲେ, ଏ ସେ ପଥ ନୁହେଁ, କି ଏ ସେ ନଗର ନୁହେଁ; ମୋʼ ପଛେ ପଛେ ଆସ, ତୁମ୍ଭେମାନେ ଯେଉଁ ଲୋକକୁ ଖୋଜୁଅଛ, ମୁଁ ତାହା କତିକି ତୁମ୍ଭମାନଙ୍କୁ ନେଇଯିବି । ତହୁଁ ସେ ସେମାନଙ୍କୁ ଶମରୀୟାକୁ କଢ଼ାଇ ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ଅରାମର ସୈନ୍ୟଗଣଙ୍କୁ କହିଲେ, “ଏହା ଠିକ୍ ପଥ ନୁହେଁ କି ଏହା ଠିକ୍ ନଗର ନୁହେଁ। ମୋତେ ଅନୁସରଣ କର, ତୁମ୍ଭେମାନେ ଯେଉଁ ଲୋକକୁ ଖୋଜୁଛ, ତା’ ନିକଟକୁ ମୁଁ ନେଇଯିବି।” ତା’ପରେ ସେ ଅରାମର ସେନା ଶମରିୟାକୁ ପରିଗ୍ଭଳିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇଲୀଶାୟ ସେମାନଙ୍କୁ କହିଲେ, “ଏ ସେହି ପଥ ନୁହେଁ, କି ଏ ସେହି ନଗର ନୁହେଁ; ମୋʼ ପଛେ ପଛେ ଆସ, ତୁମ୍ଭେମାନେ ଯେଉଁ ଲୋକକୁ ଖୋଜୁଅଛ, ମୁଁ ତାହା ନିକଟକୁ ତୁମ୍ଭମାନଙ୍କୁ ନେଇଯିବି।” ତହୁଁ ଇଲୀଶାୟ ସେମାନଙ୍କୁ ଶମରୀୟାକୁ କଢ଼ାଇ ନେଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଇଲୀଶାୟ ସେମାନଙ୍କୁ କହିଲେ, “ଏ ସେହି ପଥ ନୁହେଁ, କି ଏ ସେହି ନଗର ନୁହେଁ; ମୋ’ ପଛେ ପଛେ ଆସ, ତୁମ୍ଭେମାନେ ଯେଉଁ ଲୋକକୁ ଖୋଜୁଅଛ, ମୁଁ ତାହା ନିକଟକୁ ତୁମ୍ଭମାନଙ୍କୁ ନେଇଯିବି।” ତହୁଁ ଇଲୀଶାୟ ସେମାନଙ୍କୁ ଶମରୀୟାକୁ କଢ଼ାଇ ନେଲେ।