2 Kings 6:20 — Compare Translations

5 translations compared side by side

Odia - 1840
"ଯେତବେେଳେ ସମାନେେ ଶମରିଯା ରେ ପହନ୍ଚିଲେ, ଇଲୀଶାୟ କହିଲେ, ହେ ସଦାପ୍ରଭୁ, ଏମାନେ ଯେପରି ଦେଖି ପାରିବେ ଏଥିପାଇଁ ସମାନଙ୍କେ ଚକ୍ଷୁ ଖାଲିଦେିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ଇଲୀଶାୟ କହିଲେ, ହେ ସଦାପ୍ରଭୋ, ଏ ଲୋକମାନେ ଯେପରି ଦେଖି ପାରିବେ, ଏଥିପାଇଁ ସେମାନଙ୍କ ଚକ୍ଷୁ ମୁକ୍ତ କର । ତହୁଁ ସଦାପ୍ରଭୁ ସେମାନଙ୍କ ଚକ୍ଷୁ ମୁକ୍ତ କରନ୍ତେ, ସେମାନେ ଦେଖିଲେ, ଆଉ ଦେଖ, ସେମାନେ ଶମରୀୟାର ମଧ୍ୟରେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେମାନେ ଶମରିୟାରେ ପହଞ୍ଚିଲେ, ଇଲୀଶାୟ କହିଲେ, “ହେ ସଦାପ୍ରଭୁ, ଏମାନେ ଯେପରି ଦେଖି ପାରିବେ ଏଥିପାଇଁ ସେମାନଙ୍କ ଚକ୍ଷୁ ଖୋଲିଦିଅ।” ତା’ପରେ ସଦାପ୍ରଭୁ ସେମାନଙ୍କ ଚକ୍ଷୁ ଖୋଲି ଦେବାରୁ, ସେମାନେ ଶମରିୟାରେ ଅଛନ୍ତି ବୋଲି ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ଇଲୀଶାୟ କହିଲେ, “ହେ ସଦାପ୍ରଭୋ, ଏ ଲୋକମାନେ ଯେପରି ଦେଖି ପାରିବେ, ଏଥିପାଇଁ ସେମାନଙ୍କ ଚକ୍ଷୁ ମୁକ୍ତ କର।” ତହୁଁ ସଦାପ୍ରଭୁ ସେମାନଙ୍କ ଚକ୍ଷୁ ମୁକ୍ତ କରନ୍ତେ, ସେମାନେ ଦେଖିଲେ, ଆଉ ଦେଖ, ସେମାନେ ଶମରୀୟାର ମଧ୍ୟରେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନେ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ଇଲୀଶାୟ କହିଲେ, “ହେ ସଦାପ୍ରଭୁ, ଏ ଲୋକମାନେ ଯେପରି ଦେଖି ପାରିବେ, ଏଥିପାଇଁ ସେମାନଙ୍କ ଚକ୍ଷୁ ମୁକ୍ତ କର।” ତହୁଁ ସଦାପ୍ରଭୁ ସେମାନଙ୍କ ଚକ୍ଷୁ ମୁକ୍ତ କରନ୍ତେ, ସେମାନେ ଦେଖିଲେ, ଆଉ ଦେଖ, ସେମାନେ ଶମରୀୟାର ମଧ୍ୟରେ ଅଛନ୍ତି।