2 Kings 6:21 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ରାଜା ଅରାମୀଯମାନଙ୍କୁ ଦେଖି ଇଲୀଶାୟଙ୍କୁ କହିଲେ, ହେ ମାରେ ପିତା! ମୁଁ କ'ଣ ଏମାନଙ୍କୁ ବଧ କରିବି? ମୁଁ କ'ଣ ଏମାନଙ୍କୁ ବଧ କରିବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲର ରାଜା ସେମାନଙ୍କୁ ଦେଖି ଇଲୀଶାୟଙ୍କୁ କହିଲେ, ହେ ମୋହର ପିତଃ, ମୁଁ କʼଣ ସେମାନଙ୍କୁ ଆଘାତ କରିବି? ମୁଁ କʼଣ ସେମାନଙ୍କୁ ଆଘାତ କରିବି?
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ରାଜା ଅରାମୀୟମାନଙ୍କୁ ଦେଖି ଇଲୀଶାୟଙ୍କୁ କହିଲେ, “ହେ ମୋର ପିତା! ମୁଁ କ’ଣ ଏମାନଙ୍କୁ ବଧ କରିବି? ମୁଁ କ’ଣ ଏମାନଙ୍କୁ ବଧ କରିବି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲର ରାଜା ସେମାନଙ୍କୁ ଦେଖି ଇଲୀଶାୟଙ୍କୁ କହିଲେ, “ହେ ମୋହର ପିତଃ, ମୁଁ କʼଣ ସେମାନଙ୍କୁ ଆଘାତ କରିବି? ମୁଁ କʼଣ ସେମାନଙ୍କୁ ଆଘାତ କରିବି?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲର ରାଜା ସେମାନଙ୍କୁ ଦେଖି ଇଲୀଶାୟଙ୍କୁ କହିଲେ, “ହେ ମୋହର ପିତଃ, ମୁଁ କ’ଣ ସେମାନଙ୍କୁ ଆଘାତ କରିବି? ମୁଁ କ’ଣ ସେମାନଙ୍କୁ ଆଘାତ କରିବି?”