2 Kings 6:22 — Compare Translations

5 translations compared side by side

Odia - 1840
"ଇଲୀଶାୟ ଉତ୍ତର କଲେ, ନା, ସମାନଙ୍କେୁ ବଧ କରନାହିଁ। ତୁମ୍ଭର ଖଡ୍ଗ ଦ୍ବାରା ବନ୍ଦୀ କରିଥିବା ଏହି ଲୋକମାନେ ତୁମ୍ଭର ବନ୍ଦୀ କି? ସମାନଙ୍କେ ସମ୍ମୁଖ ରେ ରୋଟୀ ଓ ଜଳ ରଖ। ସମାନଙ୍କେୁ ଭୋଜନ ଓ ପାନ କରାଇ ଆପଣା ପ୍ରଭୁ ନିକଟକୁ ପଠାଇ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଉତ୍ତର ଦେଲେ, ତୁମ୍ଭେ ସେମାନଙ୍କୁ ଆଘାତ କରିବ ନାହିଁ; ତୁମ୍ଭେ ଯେଉଁମାନଙ୍କୁ ଆପଣା ଖଡ଼୍‍ଗ ଓ ଆପଣା ଧନୁ ଦ୍ଵାରା ବନ୍ଦୀ କରି ନେଇଅଛ, ସେମାନଙ୍କୁ କʼଣ ଆଘାତ କରିବ? ସେମାନଙ୍କ ସମ୍ମୁଖରେ ରୋଟୀ ଓ ଜଳ ରଖ, ସେମାନେ ଭୋଜନପାନ କରି ଆପଣା ପ୍ରଭୁ ନିକଟକୁ ଯାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ଉତ୍ତର କଲେ, “ନା, ସେମାନଙ୍କୁ ବଧ କର ନାହିଁ। ତୁମ୍ଭର ‌‌ଖ‌ଡ଼୍‌ଗ ଦ୍ୱାରା ବନ୍ଦୀ କରିଥିବା ଏହି ଲୋକମାନେ ତୁମ୍ଭର ବନ୍ଦୀ କି? ସେମାନଙ୍କ ସମ୍ମୁଖରେ ରୋଟୀ ଓ ଜଳ ରଖ। ସେମାନଙ୍କୁ ଭୋଜନ ଓ ପାନ କରାଇ ଆପଣା ପ୍ରଭୁ ନିକଟକୁ ପଠାଇ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେ ସେମାନଙ୍କୁ ଆଘାତ କରିବ ନାହିଁ; ତୁମ୍ଭେ ଯେଉଁମାନଙ୍କୁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ବନ୍ଦୀ କରି ନେଇଅଛ, ସେମାନଙ୍କୁ କʼଣ ଆଘାତ କରିବ? ସେମାନଙ୍କ ସମ୍ମୁଖରେ ରୁଟି ଓ ଜଳ ରଖ, ସେମାନେ ଭୋଜନପାନ କରି ଆପଣା ପ୍ରଭୁ ନିକଟକୁ ଯାଆନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେ ସେମାନଙ୍କୁ ଆଘାତ କରିବ ନାହିଁ; ତୁମ୍ଭେ ଯେଉଁମାନଙ୍କୁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ବନ୍ଦୀ କରି ନେଇଅଛ, ସେମାନଙ୍କୁ କ’ଣ ଆଘାତ କରିବ? ସେମାନଙ୍କ ସମ୍ମୁଖରେ ରୁଟି ଓ ଜଳ ରଖ, ସେମାନେ ଭୋଜନପାନ କରି ଆପଣା ପ୍ରଭୁ ନିକଟକୁ ଯାଆନ୍ତୁ।”