2 Kings 6:23 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ରାଜା ସମାନଙ୍କେ ପାଇଁ ପ୍ରଚୁର ଖାଦ୍ୟ ପ୍ରସ୍ତୁତ କଲେ। ଅରାମୀଯମାନେ ପାନ ଓ ଭୋଜନ କଲାପରେ ସେ ସମାନଙ୍କେୁ ନିଜ ନିଜ ଘରକୁ ଫରେି ୟିବାକୁ ବିଦାଯ ଦେଲେ। ଅରାମର ସୈନ୍ଯମାନେ ନିଜ ନିଜ ମହାଶୟଙ୍କ ନିକଟକୁ ଫରେିଗଲେ। ଏହାପରେ ଅରାମର ସୈନ୍ଯଦଳ ଆଉ କବେେ ଇଶ୍ରାୟେଲକୁ ୟୁଦ୍ଧ ରେ ଆକ୍ରମଣ କରିବାକୁ ଆସିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସେମାନଙ୍କ ନିମନ୍ତେ ମହାଭୋଜ ପ୍ରସ୍ତୁତ କଲେ; ପୁଣି ସେମାନେ ଭୋଜନପାନ କଲା ଉତ୍ତାରେ ସେ ସେମାନଙ୍କୁ ବିଦାୟ କଲେ, ତହୁଁ ସେମାନେ ଆପଣାମାନଙ୍କ ପ୍ରଭୁଙ୍କ ନିକଟକୁ ଗଲେ । ଏଉତ୍ତାରେ ଅରାମର ସୈନ୍ୟଦଳ ଆଉ ଇସ୍ରାଏଲର ଦେଶକୁ ଆସିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ରାଜା ସେମାନଙ୍କ ପାଇଁ ପ୍ରଚୁର ଖାଦ୍ୟ ପ୍ରସ୍ତୁତ କଲେ। ଅରାମୀୟମାନେ ଭୋଜନ ଓ ପାନ କଲାପରେ ସେ ସେମାନଙ୍କୁ ନିଜ ନିଜ ଘରକୁ ଫେରି ଯିବାକୁ ବିଦାୟ ଦେଲେ। ଅରାମର ସୈନ୍ୟମାନେ ନିଜ ନିଜ ମହାଶୟଙ୍କ ନିକଟକୁ ଫେରିଗଲେ। ଏହା ପରେ ଅରାମର ସୈନ୍ୟଦଳ ଆଉ କେବେ ଇସ୍ରାଏଲକୁ ଯୁଦ୍ଧରେ ଆକ୍ରମଣ କରିବାକୁ ଆସିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲର ରାଜା ସେମାନଙ୍କ ନିମନ୍ତେ ମହାଭୋଜ ପ୍ରସ୍ତୁତ କଲେ; ପୁଣି ସେମାନେ ଭୋଜନପାନ କଲା ଉତ୍ତାରେ ସେ ସେମାନଙ୍କୁ ବିଦାୟ କଲେ, ତହୁଁ ସେମାନେ ଆପଣାମାନଙ୍କ ପ୍ରଭୁଙ୍କ ନିକଟକୁ ଗଲେ। ଏଉତ୍ତାରେ ଅରାମର ସୈନ୍ୟଦଳ ଆଉ ଇସ୍ରାଏଲର ଦେଶକୁ ଆସିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)