2 Kings 6:24 — Compare Translations

5 translations compared side by side

Odia - 1840
"ଏହାପରେ ଅରାମର ରାଜା ବିନ୍ହଦଦ୍ ନିଜର ସମସ୍ତ ସୈନ୍ଯ ଏକତ୍ର କରି ଶମରିଯାକୁ ୟାଇ ଘରେିଗଲେ ଓ ଆକ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ର କରି ଯାଇ ଶମରୀୟାକୁ ଅବରୋଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ଭୟଙ୍କର ଦୁର୍ଭିକ୍ଷ ଶମରିୟାକୁ ଆଘାତ କରେ ଏହା ପରେ ଅରାମର ରାଜା ବି‌ନ୍‌ହଦଦ୍ ନିଜର ସମସ୍ତ ସୈନ୍ୟ ଏକତ୍ର କରି ଶମରିୟାକୁ ଯାଇ ଘେରିଗଲେ ଓ ଆକ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅରାମର ରାଜା ବିନ୍‍ହଦଦ୍‍ ଆପଣାର ସମସ୍ତ ସୈନ୍ୟ ଏକତ୍ର କରି ଯାଇ ଶମରୀୟାକୁ ଅବରୋଧ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅରାମର ରାଜା ବିନ୍‍ହଦଦ୍‍ ଆପଣାର ସମସ୍ତ ସୈନ୍ୟ ଏକତ୍ର କରି ଯାଇ ଶମରୀୟାକୁ ଅବରୋଧ କଲା।