2 Kings 6:25 — Compare Translations

5 translations compared side by side

Odia - 1840
"ନଗର ଅବରୋଧ ଥିଲା। ଲୋକେ ନଗର ଭିତରକୁ ଖାଦ୍ୟ ଆଣି ପାରିଲେ ନାହିଁ। ଫଳ ରେ ସଠାେରେ ମହାଦୁର୍ଭିକ୍ଷ ଦଖାେ ଦଲୋ। ଏପରି ଶାଚେନୀ ହେଲା ଶମରିଯାର ଗୋଟିଏ ଗର୍ଦ୍ଦଭ ମୁଣ୍ତ ଅଶୀ ରେ ୗପ୍ୟ ମୁଦ୍ରା ରେ ଓ କପୋତମଳର ଏକ ଚତୁର୍ଥାଂଶ ପାଞ୍ଚ ରେ ୗପ୍ୟ ମୁଦ୍ରା ରେ ବିକ୍ରଯ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ତ ଅଶୀ ରୌପ୍ୟମୁଦ୍ରାରେ ଓ କପୋତ-ମଳର ଏକ କାବ୍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ-ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନଗର ଅବରୋଧ ଥିଲା। ଲୋକେ ନଗର ଭିତରକୁ ଖାଦ୍ୟ ଆଣି ପାରିଲେ ନାହିଁ। ଫଳରେ ସେଠାରେ ମହାଦୁର୍ଭିକ୍ଷ ଦେଖା ଦେଲା। ଏପରି ଶୋଚନୀୟ ହେଲା ଶମରିୟାର ଗୋଟିଏ ଗର୍ଦ୍ଦଭ ମୁଣ୍ତ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତମଳର ଏକ ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ଡ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତ ମଳର ଏକ କାବ୍‍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ଡ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତ ମଳର ଏକ କାବ୍‍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ।