2 Kings 6:26 — Compare Translations
5 translations compared side by side
Odia - 1840
"ଥରେ ଇଶ୍ରାୟେଲର ରାଜା ନଗରର ଚତୁପାଶର୍ବ ପ୍ରାଚୀର ଉପରେ ଗ୍ଭଲିଲା ବେଳେ ଜଣେ ସ୍ତ୍ରୀଲୋକ ଚିତ୍କାର କରି କହିଲା, ହେ ମାରେ ପ୍ରଭୁ, ମହାରାଜ! ବିନଯ କରୁଛି ମାେତେ ସାହାୟ୍ଯ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଇସ୍ରାଏଲର ରାଜା ପ୍ରାଚୀର ଉପର ଦେଇ ଯିବା ବେଳେ ଏକ ସ୍ତ୍ରୀ ତାଙ୍କ ପ୍ରତି ଡକା ପକାଇ କହିଲା, ହେ ମୋʼ ପ୍ରଭୋ, ମହାରାଜ, ସାହାଯ୍ୟ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଥରେ ଇସ୍ରାଏଲର ରାଜା ନଗରର ଚତୁର୍ପାର୍ଶ୍ୱ ପ୍ରାଚୀର ଉପରେ ଗ୍ଭଲିଲା ବେଳେ ଜଣେ ସ୍ତ୍ରୀଲୋକ ଚିତ୍କାର କରି କହିଲା, “ହେ ମୋର ପ୍ରଭୁ, ମହାରାଜ! ବିନୟ କରୁଛି ମୋତେ ସାହାଯ୍ୟ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଇସ୍ରାଏଲର ରାଜା ପ୍ରାଚୀର ଉପର ଦେଇ ଯିବା ସମୟରେ ଏକ ସ୍ତ୍ରୀ ତାଙ୍କ ପ୍ରତି ଡାକ ପକାଇ କହିଲା, “ହେ ମୋʼ ପ୍ରଭୋ, ମହାରାଜ, ସାହାଯ୍ୟ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଇସ୍ରାଏଲର ରାଜା ପ୍ରାଚୀର ଉପର ଦେଇ ଯିବା ସମୟରେ ଏକ ସ୍ତ୍ରୀ ତାଙ୍କ ପ୍ରତି ଡାକ ପକାଇ କହିଲା, “ହେ ମୋ’ ପ୍ରଭୁ, ମହାରାଜ, ସାହାଯ୍ୟ କରନ୍ତୁ।”