2 Kings 6:27 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ରାଜା କହିଲେ, ଯଦି ସଦାପ୍ରଭୁ ତୁମ୍ଭକୁ ସାହାୟ୍ଯ ନ କରନ୍ତି ତବେେ ମୁଁ କିପରି ତୁମ୍ଭକୁ ସାହାୟ୍ଯ କରି ପାରିବି? ମାେ ପାଖ ରେ ତୁମ୍ଭକୁ ଦବୋକୁ କିଛି ନାହିଁ। ଶସ୍ଯ ଖଳା ରେ ଶସ୍ଯ ନାହିଁକି ଦ୍ରାକ୍ଷାକ୍ଷେତ୍ର ରେ ଦ୍ରାକ୍ଷାରସ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ କହିଲେ, ଯେବେ ସଦାପ୍ରଭୁ ତୁମ୍ଭର ସାହାଯ୍ୟ ନ କରନ୍ତି, ତେବେ ମୁଁ କେଉଁଠାରୁ ତୁମ୍ଭକୁ ସାହାଯ୍ୟ କରିବି? କି ଖଳାରୁ କି ଅବା ଦ୍ରାକ୍ଷାଯନ୍ତ୍ରରୁ?
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ରାଜା କହିଲେ, “ଯଦି ସଦାପ୍ରଭୁ ତୁମ୍ଭକୁ ସାହାଯ୍ୟ ନ କରନ୍ତି ତେବେ ମୁଁ କିପରି ତୁମ୍ଭକୁ ସାହାଯ୍ୟ କରି ପାରିବି? ମୋ’ ପାଖରେ ତୁମ୍ଭକୁ ଦେବାକୁ କିଛି ନାହିଁ। ଶସ୍ୟ ଖଳାରେ ଶସ୍ୟ ନାହିଁ କି ଦ୍ରାକ୍ଷାକ୍ଷେତ୍ରରେ ଦ୍ରାକ୍ଷାରସ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ କହିଲେ, “ଯେବେ ସଦାପ୍ରଭୁ ତୁମ୍ଭର ସାହାଯ୍ୟ ନ କରନ୍ତି, ତେବେ ମୁଁ କେଉଁଠାରୁ ତୁମ୍ଭକୁ ସାହାଯ୍ୟ କରିବି? କି ଖଳାରୁ କିଅବା ଦ୍ରାକ୍ଷାଯନ୍ତ୍ରରୁ?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ କହିଲେ, “ଯେବେ ସଦାପ୍ରଭୁ ତୁମ୍ଭର ସାହାଯ୍ୟ ନ କରନ୍ତି, ତେବେ ମୁଁ କେଉଁଠାରୁ ତୁମ୍ଭକୁ ସାହାଯ୍ୟ କରିବି? କି ଖଳାରୁ କି ଅବା ଦ୍ରାକ୍ଷାଯନ୍ତ୍ରରୁ?”