2 Kings 6:29 — Compare Translations

5 translations compared side by side

Odia - 1840
"ତେଣୁ ଆମ୍ଭମାନେେ ମାରେ ପୁଅକୁ ସିଦ୍ଧ କରି ଖାଇଲୁ। ପରଦିନ ମୁଁ ସେ ସ୍ତ୍ରୀ ଲୋକକୁ କହିଲି, 'ତୁମ୍ଭ ପୁତ୍ରକୁ ଦିଅ, ଆମ୍ଭମାନେେ ତାକୁ ମାରି ଖାଇବା।' କିନ୍ତୁ ସେ ତା' ପୁଅକୁ ଲୁଚାଇ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଆମ୍ଭେମାନେ ମୋʼ ପୁଅକୁ ସିଦ୍ଧ କରି ଖାଇଲୁ; ପୁଣି ଆର ଦିନ ମୁଁ ତାହାକୁ କହିଲି, ତୁମ୍ଭ ପୁଅକୁ ଦିଅ, ଆମ୍ଭେମାନେ ତାକୁ ଖାଇବା; ମାତ୍ର ସେ ଆପଣା ପୁଅକୁ ଲୁଚାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେମାନେ ମୋର ପୁଅକୁ ସିଦ୍ଧ କରି ଖାଇଲୁ। ପରଦିନ ମୁଁ ସେ ସ୍ତ୍ରୀଲୋକକୁ କହିଲି, ‘ତୁମ୍ଭ ପୁତ୍ରକୁ ଦିଅ, ଆମ୍ଭେମାନେ ତାକୁ ମାରି ଖାଇବା।’ କିନ୍ତୁ ସେ ତା’ ପୁଅକୁ ଲୁଗ୍ଭଇ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଆମ୍ଭେମାନେ ମୋʼ ପୁଅକୁ ସିଦ୍ଧ କରି ଖାଇଲୁ; ପୁଣି ଆରଦିନ ମୁଁ ତାହାକୁ କହିଲି, “ତୁମ୍ଭ ପୁଅକୁ ଦିଅ, ଆମ୍ଭେମାନେ ତାକୁ ଖାଇବା, ମାତ୍ର ସେ ଆପଣା ପୁଅକୁ ଲୁଚାଇଅଛି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଆମ୍ଭେମାନେ ମୋ’ ପୁଅକୁ ସିଦ୍ଧ କରି ଖାଇଲୁ; ପୁଣି ଆର ଦିନ ମୁଁ ତାହାକୁ କହିଲି, ‘ତୁମ୍ଭ ପୁଅକୁ ଦିଅ, ଆମ୍ଭେମାନେ ତାକୁ ଖାଇବା,’ ମାତ୍ର ସେ ଆପଣା ପୁଅକୁ ଲୁଚାଇଅଛି।”