2 Kings 6:3 — Compare Translations
5 translations compared side by side
Odia - 1840
"ତନ୍ମଧ୍ଯରୁ ଜଣେ କହିଲା, ବିନଯ କରୁଛି, ଆପଣ ଆମ୍ଭ ସହିତ ଆସନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଜଣେ କହିଲା, ବିନୟ କରୁଅଛି, ଆପଣ ଅନୁଗ୍ରହ କରି ଆପଣା ଦାସମାନଙ୍କ ସଙ୍ଗରେ ଚାଲନ୍ତୁ । ଏଥିରେ ସେ ଉତ୍ତର ଦେଲେ, ମୁଁ ଯିବି ।
Odia Bible ERV 2004 (ପବିତ୍ର ବାଇବଲ)
ତନ୍ମଧ୍ୟରୁ ଜଣେ କହିଲା, “ବିନୟ କରୁଛି, ଆପଣ ଆମ୍ଭ ସହିତ ଆସନ୍ତୁ।” ଇଲୀଶାୟ କହିଲେ, “ଭଲ କଥା, ମୁଁ ତୁମ୍ଭମାନଙ୍କ ସହିତ ଯିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଜଣେ କହିଲା, “ବିନୟ କରୁଅଛି, ଆପଣ ଅନୁଗ୍ରହ କରି ଆପଣା ଦାସମାନଙ୍କ ସଙ୍ଗରେ ଚାଲନ୍ତୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ମୁଁ ଯିବି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଜଣେ କହିଲା, “ବିନୟ କରୁଅଛି, ଆପଣ ଅନୁଗ୍ରହ କରି ଆପଣା ଦାସମାନଙ୍କ ସଙ୍ଗରେ ଚାଲନ୍ତୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ମୁଁ ଯିବି।”