2 Kings 6:30 — Compare Translations

5 translations compared side by side

Odia - 1840
"ସହେି ସ୍ତ୍ରୀ ଲୋକର କଥା ଶୁଣି ରାଜା ତାଙ୍କର ଲୁଗା ଚିରି ଦେଲେ। ଯେତବେେଳେ ସମାନେେ ପ୍ରାଚୀର ଉପରେ ଯାଉଥିଲେ, ଲୋକମାନେ ତାଙ୍କୁ ଅଖା ପିନ୍ଧିଥିବାର ଦେଖିଲେ। ଏଥିରୁ ସେ ଦୁଃଖିତ ଓ ବ୍ଯସ୍ତ ବୋଲି ଜଣା ଯାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସ୍ତ୍ରୀର ଏ କଥା ଶୁଣି ରାଜା ଆପଣା ବସ୍ତ୍ର ଚିରିଲେ; ସେତେବେଳେ ସେ ପ୍ରାଚୀର ଉପରେ ଯାଉଥିଲେ; ଆଉ ଲୋକମାନେ ଅନାଇ ଦେଖିଲେ ଯେ, ସେ ବସ୍ତ୍ର ତଳେ ଦେହରେ ଅଖା ପିନ୍ଧିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀଲୋକର କଥା ଶୁଣି ରାଜା ତାଙ୍କର ଲୁଗା ଚିରି ଦେଲେ। ଯେତେବେଳେ ସେମାନେ ପ୍ରାଚୀର ଉପରେ ଯାଉଥିଲେ, ଲୋକମାନେ ତାଙ୍କୁ ଅଖା ପିନ୍ଧିଥିବାର ଦେଖିଲେ। ଏଥିରୁ ସେ ଦୁଃଖିତ ଓ ବ୍ୟସ୍ତ ବୋଲି ଜଣା ଯାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ତ୍ରୀର ଏ କଥା ଶୁଣି ରାଜା ଆପଣା ବସ୍ତ୍ର ଚିରିଲେ; ସେତେବେଳେ ସେ ପ୍ରାଚୀର ଉପରେ ଯାଉଥିଲେ; ଆଉ ଲୋକମାନେ ଅନାଇ ଦେଖିଲେ ଯେ, ସେ ବସ୍ତ୍ର ତଳେ ଦେହରେ ଅଖା ପିନ୍ଧିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ତ୍ରୀର ଏ କଥା ଶୁଣି ରାଜା ଆପଣା ବସ୍ତ୍ର ଚିରିଲେ; ସେତେବେଳେ ସେ ପ୍ରାଚୀର ଉପରେ ଯାଉଥିଲେ; ଆଉ ଲୋକମାନେ ଅନାଇ ଦେଖିଲେ ଯେ, ସେ ବସ୍ତ୍ର ତଳେ ଦେହରେ ଅଖା ପିନ୍ଧିଅଛନ୍ତି।