2 Kings 6:31 — Compare Translations
5 translations compared side by side
Odia - 1840
"ରାଜା କହିଲେ, ଯଦି ଇଲୀଶାୟର ମସ୍ତକ ତାହା ଦହେ ରେ ରହେ, ଆଜି ଦିନଠାରୁ ଶଷେ ୟାଏ ସଦାପ୍ରଭୁ ମାେତେ ଦଣ୍ତ ଦଇେ ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ କହିଲେ, ଯେବେ ଆଜି ଶାଫଟର ପୁତ୍ର ଇଲୀଶାୟର ମସ୍ତକ ତାହା ଦେହରେ ରହେ, ତେବେ ପରମେଶ୍ଵର ମୋତେ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା କହିଲେ, “ଯଦି ଇଲୀଶାୟର ମସ୍ତକ ତାହା ଦେହରେ ରହେ, ଆଜି ଦିନଠାରୁ ଶେଷ ଯାଏ ସଦାପ୍ରଭୁ ମୋତେ ଦଣ୍ତ ଦେଇ ପାରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ କହିଲେ, “ଯେବେ ଆଜି ଶାଫଟ୍ର ପୁତ୍ର ଇଲୀଶାୟର ମସ୍ତକ ତାହା ଦେହରେ ରହେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତେବେ ସେ କହିଲେ, “ଯେବେ ଆଜି ଶାଫଟ୍ର ପୁତ୍ର ଇଲୀଶାୟର ମସ୍ତକ ତାହା ଦେହରେ ରହେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”