2 Kings 6:32 — Compare Translations

5 translations compared side by side

Odia - 1840
"ରାଜା ଗୋଟିଏ ଦୂତ ଇଲିଶାଯଙ୍କ ନିକଟକୁ ପଠାଇଲେ। ଇଲୀଶାୟ େସତବେଳେ ପ୍ରାଚୀନବର୍ଗଙ୍କ ସହ ତାଙ୍କ ଘ ରେ ବସିଥିଲେ। ଦୂତ ପହଞ୍ଚିବା ପୂର୍ବରୁ ଇଲୀଶାୟ ସହେି ପ୍ରାଚୀନବର୍ଗଙ୍କୁ କହିଲେ, ଏଠାକୁ ଦେଖ, ଏହି ନରହତ୍ଯାକାରୀର ପୁତ୍ର ମାରେ ମୁଣ୍ତ ଛଦନେ କରିବାକୁ ଲୋକ ପଠାଇଛି। ଦେଖ, ସେ ଦୂତ ପହଞ୍ଚିଲା ବେଳେ ଦ୍ବାର ବନ୍ଦ କର ଓ ତାକୁ ଗୃହ ରେ ପ୍ରବେଶ ନ କରାଇ ଦବୋପାଇଁ ଦ୍ବାରକୁ ଦୃଢ ଭାବରେ ଧର। ମୁଁ ଶୁଣେ ତା' ପ୍ରଭୁର ପଦଶଦ୍ଦ ତା'ର ପଛ ରେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ଛାମୁରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହୁଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ ଲୋକ ପଠାଇଅଛି, ଏହା କʼଣ ତୁମ୍ଭେମାନେ ଦେଖୁଅଛ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ଵାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ଵାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶଦ୍ଦ କʼଣ ତାହାର ପଛରେ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଗୋଟିଏ ଦୂତ ଇଲୀଶାୟଙ୍କ ନିକଟକୁ ପଠାଇଲେ। ଇଲୀଶାୟ ସେତେବେଳେ ପ୍ରାଚୀନବର୍ଗଙ୍କ ସହ ତାଙ୍କ ଘରେ ବସିଥିଲେ। ଦୂତ ପହଞ୍ଚିବା ପୂର୍ବରୁ ଇଲୀଶାୟ ସେହି ପ୍ରାଚୀନବର୍ଗଙ୍କୁ କହିଲେ, “ଏଠାକୁ ଦେଖ, ଏହି ନରହତ୍ୟାକାରୀର ପୁତ୍ର ମୋର ମୁଣ୍ତ ଛେଦନ କରିବାକୁ ଲୋକ ପଠାଇଛି। ଦେଖ, ସେ ଦୂତ ପହଞ୍ଚିଲା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଗୃହରେ ପ୍ରବେଶ ନ କରାଇ ଦେବା ପାଇଁ ଦ୍ୱାରକୁ ଦୃଢ଼ ଭାବରେ ଧର। ମୁଁ ଶୁଣେ ତା’ ପ୍ରଭୁର ପଦଶବ୍ଦ ତା’ର ପଛରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ସମ୍ମୁଖରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, “ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ ଲୋକ ପଠାଇଅଛି, ଏହା କʼଣ ତୁମ୍ଭେମାନେ ଦେଖୁଅଛ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ୱାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶବ୍ଦ କʼଣ ତାହାର ପଛରେ ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ସମ୍ମୁଖରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, “ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ ଲୋକ ପଠାଇଅଛି, ଏହା କ’ଣ ତୁମ୍ଭେମାନେ ଦେଖୁଅଛ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ୱାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶବ୍ଦ କ’ଣ ତାହାର ପଛରେ ନାହିଁ?”