2 Kings 6:33 — Compare Translations

5 translations compared side by side

Odia - 1840
"ଇଲୀଶାୟ ଏହିପରି କଥାବାର୍ତ୍ତା କରୁଥିବା ବେଳେ, ସେ ଦୂତ ତାହା ପାଖକୁ ଆସିଲା, ଆଉ ସେ କହିଲା, ଏହି ଅସୁବିଧା ସଦାପ୍ରଭୁଙ୍କଠାରୁ, ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କିହେତୁ ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ଏହିପରି କଥାବାର୍ତ୍ତା କରୁଥିବା ବେଳେ, ସେ ଦୂତ ତାହା ପାଖକୁ ଆସିଲା, ଆଉ ସେ କହିଲା, “ଏହି ଅସୁବିଧା ସଦାପ୍ରଭୁଙ୍କଠାରୁ, ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, “ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?”
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, “ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?”