2 Kings 6:7 — Compare Translations
5 translations compared side by side
Odia - 1840
"ତା'ପରେ ସେ କହିଲେ, ତାହା ଉଠାଇ ନିଅ। ତା'ପରେ ସେ ହାତ ବଢାଇ ତାହା ନଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ କହିଲେ, ତୁମ୍ଭେ ତାହା ଉଠାଇ ନିଅ । ତହୁଁ ସେ ହାତ ବଢ଼ାଇ ତାହା ନେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ କହିଲେ, “ତାହା ଉଠାଇ ନିଅ।” ତା’ପରେ ସେ ହାତ ବଢ଼ାଇ ତାହା ନେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇଲୀଶାୟ କହିଲେ, “ତୁମ୍ଭେ ତାହା ଉଠାଇ ନିଅ।” ତହୁଁ ସେ ହାତ ବଢ଼ାଇ ତାହା ନେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଇଲୀଶାୟ କହିଲେ, “ତୁମ୍ଭେ ତାହା ଉଠାଇ ନିଅ।” ତହୁଁ ସେ ହାତ ବଢ଼ାଇ ତାହା ନେଲା।