2 Kings 6:8 — Compare Translations
5 translations compared side by side
Odia - 1840
"ଥରେ ଅରାମର ରାଜା ଇଶ୍ରାୟେଲ ବିରୁଦ୍ଧ ରେ ୟୁଦ୍ଧ କରୁଥିଲେ। ସେ ନିଜର ସନୋର ଉଚ୍ଚକର୍ମଗ୍ଭରୀ ସହିତ ଏକ ସଭା ଥିଲା ଓ ସେ ସମାନଙ୍କେୁ ଆଦେଶ ଦେଲେ, ଏମିତି ସ୍ଥାନ ରେ ଲୁଚିରୁହ ଯେତବେେଳେ ସମାନେେ ଆସିବେ। ଇଶ୍ରାୟେଲୀୟମାନଙ୍କୁ ଆକ୍ରମଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଥରେ ଅରାମର ରାଜା ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରୁଥିଲା, ମାତ୍ର ସେ ଯେତେବେଳେ ଆପଣା ଦାସମାନଙ୍କ ସହିତ ମନ୍ତ୍ରଣା କରି କହେ, ଏହି ଏହି ସ୍ଥାନରେ ମୋହର ଛାଉଣି ହେବ,
Odia Bible ERV 2004 (ପବିତ୍ର ବାଇବଲ)
ଅରାମ ଇସ୍ରାଏଲ ଅଧିକାର କରିବାକୁ ଚେଷ୍ଟା କଲେ ଥରେ ଅରାମର ରାଜା ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରୁଥିଲେ। ସେ ନିଜର ସେନାର ଉଚ୍ଚକର୍ମଗ୍ଭରୀ ସହିତ ଏକ ସଭାରେ ଥିଲେ ଓ ସେ ସେମାନଙ୍କୁ ଆଦେଶ ଦେଲେ, “ଏମିତି ସ୍ଥାନରେ ଲୁଚି ରୁହ ଯେତେବେଳେ ଇସ୍ରାଏଲୀୟମାନେ ଆସିବେ, ସେମାନଙ୍କୁ ଆକ୍ରମଣ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଥରେ ଅରାମର ରାଜା ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରୁଥିଲା, ମାତ୍ର ସେ ଯେତେବେଳେ ଆପଣା ଦାସମାନଙ୍କ ସହିତ ମନ୍ତ୍ରଣା କରି କହେ, “କେବଳ ଏହି ଏହି ସ୍ଥାନରେ ମୋହର ଛାଉଣି ହେବ,”
Odia IRV 2017 (ଓଡିଆ ବାଇବେଲ)
ଥରେ ଅରାମର ରାଜା ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରୁଥିଲା, ମାତ୍ର ସେ ଯେତେବେଳେ ଆପଣା ଦାସମାନଙ୍କ ସହିତ ମନ୍ତ୍ରଣା କରି କହେ, “କେବଳ ଏହି ଏହି ସ୍ଥାନରେ ମୋହର ଛାଉଣି ହେବ,”