2 Kings 6:9 — Compare Translations

5 translations compared side by side

Odia - 1840
"ମାତ୍ର ପରମେଶ୍ବରଙ୍କ ଲୋକ ଇଲୀଶାୟ ଇଶ୍ରାୟେଲ ରାଜାଙ୍କ ନିକଟକୁ ଏକ ବାର୍ତ୍ତା ପଠାଇ କହିଲେ, ସାବଧାନ, ତୁମ୍ଭେ ସହେି ସ୍ଥାନ ଦଇେ ୟିବ ନାହିଁ। କାରଣ ଅରାମୀଯମାନେ ସେ ସ୍ଥାନ ରେ ଗୋପନ ରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପରମେଶ୍ଵରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟ ଇସ୍ରାଏଲ ରାଜାଙ୍କ ନିକଟକୁ ଏକ ବାର୍ତ୍ତା ପଠାଇ କହିଲେ, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ। କାରଣ ଅରାମୀୟମାନେ ସେ ସ୍ଥାନରେ ଗୋପନରେ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପରମେଶ୍ୱରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପରମେଶ୍ୱରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି।”