2 Kings 7:1 — Compare Translations
5 translations compared side by side
Odia - 1840
"ଇଲୀଶାୟ କହିଲେ, ତୁମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯ ଶୁଣ, ସଦାପ୍ରଭୁ ଏହି କଥା କହନ୍ତି, 'କାଲି ପ୍ରାଯ ଏହି ସମୟକୁ ପ୍ରଚୁର ଖାଦ୍ୟ ଆସିବ ଏବଂ ଏହା ପୁଣି ଅତି ଶସ୍ତା ହବେ। ଜଣେ ବ୍ଯକ୍ତି ଶମରିଯାର ନଗର ଦ୍ବାର ରେ ଏକ ଶକେଲ ରେ ଏକ ଝୁଡିର ସୁନ୍ଦର ମଇଦା ଓ ସହେି ମୂଲ୍ଯ ରେ ଦୁଇ ଝୁଡି ୟବ କିଣିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇଲୀଶାୟ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ଵାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ, ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ପ୍ରଚୁର ଖାଦ୍ୟ ଆସିବ ଏବଂ ଏହା ପୁଣି ଅତି ଶସ୍ତା ହେବ। ଜଣେ ବ୍ୟକ୍ତି ଶମରିୟାର ନଗର ଦ୍ୱାରରେ ଏକ ଶେକଲରେ ଏକ ଝୁଡ଼ିର ସୁନ୍ଦର ମଇଦା ଓ ସେହି ମୂଲ୍ୟରେ ଦୁଇ ଝୁଡ଼ି ଯବ କିଣିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ୱାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଯିବ।’”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର ଦ୍ୱାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଯିବ।’”