2 Kings 7:11 — Compare Translations

5 translations compared side by side

Odia - 1840
"ତା'ପରେ ଦ୍ବାରୀମାନେ ଚିତ୍କାର କରି ଏସମ୍ବାଦ ରାଜଗୃହର ଲୋକମାନଙ୍କୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଦ୍ଵାରୀମାନଙ୍କୁ ଡାକନ୍ତେ, ସେମାନେ ରାଜଗୃହ ଭିତରେ ସମ୍ଵାଦ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦ୍ୱାରୀମାନେ ଚିତ୍କାର କରି ଏ ସମ୍ବାଦ ରାଜଗୃହର ଲୋକମାନଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଦ୍ୱାରୀମାନଙ୍କୁ ଡାକନ୍ତେ, ସେମାନେ ରାଜଗୃହ ଭିତରେ ସମ୍ବାଦ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଦ୍ୱାରୀମାନଙ୍କୁ ଡାକନ୍ତେ, ସେମାନେ ରାଜଗୃହ ଭିତରେ ସମ୍ବାଦ ଦେଲେ।