2 Kings 7:12 — Compare Translations

5 translations compared side by side

Odia - 1840
"ସହେି ରାତ୍ରି ସମୟରେ ରାଜା ଉଠି ନିଜର ଦାସମାନଙ୍କୁ କହିଲେ, ଅରାମୀଯ ସୈନ୍ଯମାନେ ଯାହା ଆମ୍ଭମାନଙ୍କ ପ୍ରତି କରିଛନ୍ତି ତାହା ମୁଁ ଏବେ କହିବି। ସମାନେେ ଜାଣନ୍ତି ଆମ୍ଭମାନେେ କ୍ଷୁଧାର୍ତ୍ତ। ତେଣୁ ସମାନେେ ଶିବିରରୁ ବାହାରି କ୍ଷେତ୍ର ମଧିଅରେ ଲୁଚି ରହିଛନ୍ତି। ସମାନେେ ଭାବିଛନ୍ତି 'ଯେତବେେଳେ ଆମ୍ଭମାନେେ ନଗରରୁ ବାହାରିବା ସମାନେେ ଆମ୍ଭମାନଙ୍କୁ ଜୀବନ୍ତ ଧରି ନଗର ରେ ପ୍ରବେଶ କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା ରାତ୍ରିରେ ଉଠି ଆପଣା ଦାସମାନଙ୍କୁ କହିଲେ, ଅରାମୀୟମାନେ ଆମ୍ଭମାନଙ୍କ ପ୍ରତି ଯାହା କରିଅଛନ୍ତି, ତାହା ମୁଁ ଏବେ ତୁମ୍ଭମାନଙ୍କ ପ୍ରତି ପ୍ରକାଶ କରିବି । ସେମାନେ ଜାଣନ୍ତି ଯେ, ଆମ୍ଭେମାନେ କ୍ଷୁଧାର୍ତ୍ତ ଅଛୁ; ଏହେତୁ ସେମାନେ ଛାଉଣିରୁ ବାହାରି ଯାଇ ଆପଣାମାନଙ୍କୁ କ୍ଷେତ୍ରରେ ଲୁଚାଇ କହୁଛନ୍ତି, ସେମାନେ ନଗରରୁ ବାହାରିଲେ, ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଧରି ନଗରରେ ପ୍ରବେଶ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ରାତ୍ରି ସମୟରେ ରାଜା ଉଠି ନିଜର ଦାସମାନଙ୍କୁ କହିଲେ, “ଅରାମୀୟ ସୈନ୍ୟମାନେ ଯାହା ଆମ୍ଭମାନଙ୍କ ପ୍ରତି କରିଛନ୍ତି ତାହା ମୁଁ ଏବେ କହିବି। ସେମାନେ ଜାଣନ୍ତି ଆମ୍ଭେମାନେ କ୍ଷୁଧାର୍ତ୍ତ। ତେଣୁ ସେମାନେ ଶିବିରରୁ ବାହାରି କ୍ଷେତ୍ର ମଧ୍ୟରେ ଲୁଚି ରହିଛନ୍ତି। ସେମାନେ ଭାବିଛନ୍ତି, ‘ଯେତେବେଳେ ଆମ୍ଭେମାନେ ନଗରରୁ ବାହାରିବା ସେମାନେ ଆମ୍ଭମାନଙ୍କୁ ଜୀବନ୍ତ ଧରି ନଗରରେ ପ୍ରବେଶ କରିବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜା ରାତ୍ରିରେ ଉଠି ଆପଣା ଦାସମାନଙ୍କୁ କହିଲେ, “ଅରାମୀୟମାନେ ଆମ୍ଭମାନଙ୍କ ପ୍ରତି ଯାହା କରିଅଛନ୍ତି, ତାହା ମୁଁ ଏବେ ତୁମ୍ଭମାନଙ୍କ ପ୍ରତି ପ୍ରକାଶ କରିବି। ସେମାନେ ଜାଣନ୍ତି ଯେ, ଆମ୍ଭେମାନେ କ୍ଷୁଧାର୍ତ୍ତ ଅଛୁ; ଏହେତୁ ସେମାନେ ଛାଉଣିରୁ ବାହାରିଯାଇ ଆପଣାମାନଙ୍କୁ କ୍ଷେତ୍ରରେ ଲୁଚାଇ କହୁଛନ୍ତି, ସେମାନେ ନଗରରୁ ବାହାରିଲେ, ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଧରି ନଗରରେ ପ୍ରବେଶ କରିବା।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜା ରାତ୍ରିରେ ଉଠି ଆପଣା ଦାସମାନଙ୍କୁ କହିଲେ, “ଅରାମୀୟମାନେ ଆମ୍ଭମାନଙ୍କ ପ୍ରତି ଯାହା କରିଅଛନ୍ତି, ତାହା ମୁଁ ଏବେ ତୁମ୍ଭମାନଙ୍କ ପ୍ରତି ପ୍ରକାଶ କରିବି। ସେମାନେ ଜାଣନ୍ତି ଯେ, ଆମ୍ଭେମାନେ କ୍ଷୁଧାର୍ତ୍ତ ଅଛୁ; ଏହେତୁ ସେମାନେ ଛାଉଣିରୁ ବାହାରି ଯାଇ ଆପଣାମାନଙ୍କୁ କ୍ଷେତ୍ରରେ ଲୁଚାଇ କହୁଛନ୍ତି, ସେମାନେ ନଗରରୁ ବାହାରିଲେ, ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଧରି ନଗରରେ ପ୍ରବେଶ କରିବା।”