2 Kings 7:15 — Compare Translations
5 translations compared side by side
Odia - 1840
"ଅରାମୀଯ ସୈନ୍ଯମାନେ ୟାଇଥିବା ପଥରେ ସମାନେେ ୟର୍ଦ୍ଦନ ନଦୀ ପର୍ୟ୍ଯନ୍ତ ଗଲେ। ସମଗ୍ର ପଥଟି ଅରାମୀଯମାନଙ୍କର ଦ୍ରୁତ ପଳାଯନ ରେ ଛାଡି ୟାଇଥିବା ବସ୍ତ୍ର ଓ ଅସ୍ତ୍ର ଆଦି ପାତ୍ରମାନଙ୍କ ରେ ପୂର୍ଣ୍ଣ ଥିଲା। ସମାନେେ ଫରେିଆସି ରାଜାଙ୍କୁ ଏହା ଜଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଯର୍ଦ୍ଦନ ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗଲେ; ଆଉ ଦେଖ, ଅରାମୀୟମାନେ ତରତର ହୋଇ ଯାହା ପକାଇ ଦେଇ ଯାଇଥିଲେ, ଏପରି ବସ୍ତ୍ର ଓ ପାତ୍ରାଦିରେ ସମସ୍ତ ପଥ ପୂର୍ଣ୍ଣ ଥିଲା । ତେବେ ସେ ଦୂତମାନେ ଫେରି ଆସି ରାଜାଙ୍କୁ ସମ୍ଵାଦ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅରାମୀୟ ସୈନ୍ୟମାନେ ଯାଇଥିବା ପଥରେ ସେମାନେ ଯର୍ଦ୍ଦନ ନଦୀ ପର୍ଯ୍ୟନ୍ତ ଗଲେ। ସମଗ୍ର ପଥଟି ଅରାମୀୟମାନଙ୍କର ଦ୍ରୁତ ପଳାୟନରେ ଛାଡ଼ି ଯାଇଥିବା ବସ୍ତ୍ର ଓ ଅସ୍ତ୍ର ଆଦି ପାତ୍ରମାନଙ୍କରେ ପୂର୍ଣ୍ଣ ଥିଲା। ସେମାନେ ଫେରି ଆସି ରାଜାଙ୍କୁ ଏହା ଜଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଯର୍ଦ୍ଦନ ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗଲେ; ଆଉ ଦେଖ, ଅରାମୀୟମାନେ ତରତର ହୋଇ ଯାହା ପକାଇଦେଇ ଯାଇଥିଲେ, ଏପରି ବସ୍ତ୍ର ଓ ପାତ୍ରାଦିରେ ସମସ୍ତ ପଥ ପୂର୍ଣ୍ଣ ଥିଲା। ତେବେ ସେ ଦୂତମାନେ ଫେରିଆସି ରାଜାଙ୍କୁ ସମ୍ବାଦ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଯର୍ଦ୍ଦନ ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗଲେ; ଆଉ ଦେଖ, ଅରାମୀୟମାନେ ତରତର ହୋଇ ଯାହା ପକାଇ ଦେଇ ଯାଇଥିଲେ, ଏପରି ବସ୍ତ୍ର ଓ ପାତ୍ରାଦିରେ ସମସ୍ତ ପଥ ପୂର୍ଣ୍ଣ ଥିଲା। ତେବେ ସେ ଦୂତମାନେ ଫେରି ଆସି ରାଜାଙ୍କୁ ସମ୍ବାଦ ଦେଲେ।