2 Kings 7:16 — Compare Translations

5 translations compared side by side

Odia - 1840
"ତା'ପରେ ଲୋକମାନେ ନଗର ବାହାରକୁ ଗଲେ ଓ ଅରାମୀଯମାନଙ୍କ ଛାଉଣୀ ରେ ପଶି ସମସ୍ତ ଲୁଣ୍ଠନ କଲେ। ସେଥି ରେ ପ୍ରଚୁର ସାମଗ୍ରୀମାନ ଥିଲା। ସଦାପ୍ରଭୁଙ୍କ ବାକ୍ଯାନୁସା ରେ ଏକ ଝୁଡି ସରୁ ମଇଦା ଏକ ଶକେଲ ରେ ଓ ଦୁଇ ଝୁଡି ୟବ ଏକ ଶକେଲ ରେ ବିକ୍ରି କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ । ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଲୋକମାନେ ନଗର ବାହାରକୁ ଗଲେ ଓ ଅରାମୀୟମାନଙ୍କ ଛାଉଣିରେ ପଶି ସମସ୍ତ ଲୁଣ୍ଠନ କଲେ। ସେଥିରେ ପ୍ରଚୁର ସାମଗ୍ରୀମାନ ଥିଲା। ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ଝୁଡ଼ି ସରୁ ମଇଦା ଏକ ଶେକଲରେ ଓ ଦୁଇ ଝୁଡ଼ି ଯବ ଏକ ଶେକଲରେ ବିକ୍ରି କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଗଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଗଲା।