2 Kings 7:17 — Compare Translations

5 translations compared side by side

Odia - 1840
"ରାଜା ତାଙ୍କ ଅତି ନିକଟ ସନୋପତିଙ୍କୁ ନଗରଦ୍ବାର ରକ୍ଷା କରିବାକୁ ନିୟୁକ୍ତି କଲେ। ମାତ୍ର ଲୋକମାନେ ଖାଦ୍ୟ ଆଣିବାକୁ ଗଲା ବେଳେ ସମାନେେ ସନୋପତିକଙ୍କ ଲୋକକୁ ଦଳି ଦେଲେ ତହିଁରେ ସେ ମରିଗଲା। ରାଜା ଯେତବେେଳେ ଇଲୀଶାୟ ଗୃହକୁ ୟାଇଥିଲେ ଇଲୀଶାୟ ଯାହା କହିଥିଲେ ତାହାହିଁ ସବୁ ଘଟିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ତାହାକୁ ନଗର-ଦ୍ଵାର ରକ୍ଷା କରିବା ପାଇଁ ନିଯୁକ୍ତ କଲେ; ଏଥିରେ ଲୋକମାନେ ନଗର-ଦ୍ଵାରରେ ତାହାକୁ ଦଳି ପକାଇଲେ, ତହିଁରେ ରାଜା ପରମେଶ୍ଵରଙ୍କ ଲୋକଙ୍କ ନିକଟକୁ ଯିବା ବେଳେ ପରମେଶ୍ଵରଙ୍କ ଲୋକ ତାଙ୍କୁ ଯେପରି କହିଥିଲେ, ତଦନୁସାରେ ସେ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ତାଙ୍କ ଅତି ନିକଟ ସେନାପତିଙ୍କୁ ନଗରଦ୍ୱାର ରକ୍ଷା କରିବାକୁ ନିଯୁକ୍ତ କଲେ। ମାତ୍ର ଲୋକମାନେ ଖାଦ୍ୟ ଆଣିବାକୁ ଗଲାବେଳେ ସେମାନେ ସେନାପତିକଙ୍କ ଲୋକକୁ ଦଳି ଦେଲେ ତହିଁରେ ସେ ମରିଗଲା। ରାଜା ଯେତେବେଳେ ଇଲୀଶାୟ ଗୃହକୁ ଯାଇଥିଲେ ଇଲୀଶାୟ ଯାହା କହିଥିଲେ ତାହା ହିଁ ସବୁ ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ତାହାକୁ ନଗର-ଦ୍ୱାର ରକ୍ଷା କରିବା ପାଇଁ ନିଯୁକ୍ତ କଲେ; ଏଥିରେ ଲୋକମାନେ ନଗର-ଦ୍ୱାରରେ ତାହାକୁ ଦଳି ପକାଇଲେ, ତହିଁରେ ରାଜା ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଯିବା ବେଳେ ପରମେଶ୍ୱରଙ୍କ ଲୋକ ତାଙ୍କୁ ଯେପରି କହିଥିଲେ, ତଦନୁସାରେ ସେ ମଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ତାହାକୁ ନଗର ଦ୍ୱାର ରକ୍ଷା କରିବା ପାଇଁ ନିଯୁକ୍ତ କଲେ; ଏଥିରେ ଲୋକମାନେ ନଗର ଦ୍ୱାରରେ ତାହାକୁ ଦଳି ପକାଇଲେ, ତହିଁରେ ରାଜା ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଯିବା ବେଳେ ପରମେଶ୍ୱରଙ୍କ ଲୋକ ତାଙ୍କୁ ଯେପରି କହିଥିଲେ, ତଦନୁସାରେ ସେ ମଲା।