2 Kings 7:18 — Compare Translations

5 translations compared side by side

Odia - 1840
"ଇଲୀଶାୟ ରାଜାଙ୍କୁ କହିଥିଲେ, କାଲି ପ୍ରାଯ ଏହି ସମୟରେ ଶମରିଯାର ନଗର ଦ୍ବାର ରେ ଜଣେ ଲୋକ ଏକ ଝୁଡି ମଇଦା ଏକ ଶକେଲ ରେ ଓ ଦୁଇ ଝୁଡି ୟବ ଏକ ଶକେଲ ରେ ବିକ୍ରି କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ ଲୋକ ରାଜାଙ୍କୁ ଏହି କଥା କହିଥିଲେ, କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ଵାରରେ ଦୁଇ ପସୁରୀ ଯବ ଏକ ଶେକଲ ଓ ଏକ ପସୁରୀ ସରୁ ମଇଦା ଏକ ଶେକଲ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ରାଜାଙ୍କୁ କହିଥିଲେ, “କାଲି ପ୍ରାୟ ଏହି ସମୟରେ ଶମରିୟାର ନଗର ଦ୍ୱାରରେ ଜଣେ ଲୋକ ଏକ ଝୁଡ଼ି ମଇଦା ଏକ ଶେକଲରେ ଓ ଦୁଇ ଝୁଡ଼ି ଯବ ଏକ ଶେକଲରେ ବିକ୍ରି କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ ଲୋକ ରାଜାଙ୍କୁ ଏହି କଥା କହିଥିଲେ, “କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ୱାରରେ ଦୁଇ ପସୁରୀ ଯବ ଏକ ଶେକଲ ଓ ଏକ ପସୁରୀ ସରୁ ମଇଦା ଏକ ଶେକଲ ହେବ।”
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କ ଲୋକ ରାଜାଙ୍କୁ ଏହି କଥା କହିଥିଲେ, “କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର ଦ୍ୱାରରେ ଦୁଇ ପସୁରୀ ଯବ ଏକ ଶେକଲ ଓ ଏକ ପସୁରୀ ସରୁ ମଇଦା ଏକ ଶେକଲ ହେବ।”