2 Kings 7:19 — Compare Translations

5 translations compared side by side

Odia - 1840
"ମାତ୍ର ସହେି ସନୋପତି ପରମେଶ୍ବରଙ୍କ ଲୋକକୁ ଉତ୍ତର କରି କହିଥିଲା, ଦେଖ, ଯଦି ସଦାପ୍ରଭୁ ସ୍ବର୍ଗ ରେ ଦ୍ବାର ଖୋଲନ୍ତି, ଏପରି ଘଟିବ ନାହିଁ? ସେତବେେଳେ ଇଲୀଶାୟ ସନୋପତିକୁ ଉତ୍ତର ଦେଲେ, ତୁମ୍ଭେ ନିଜେ ସ୍ବଚକ୍ଷୁ ରେ ଏହା ଦେଖିବ, ମାତ୍ର ତୁମ୍ଭେ ସେଥିରୁ ଭୋଜନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ସେନାପତି ପରମେଶ୍ଵରଙ୍କ ଲୋକଙ୍କୁ ଉତ୍ତର କରି କହିଥିଲା, ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ଵାର କରନ୍ତି, ତେବେ ହେଁ କʼଣ ଏପରି କଥା ହୋଇ ପାରିବ? ତହିଁରେ ସେ କହିଥିଲେ, ଦେଖ, ତୁମ୍ଭେ ସ୍ଵଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେହି ସେନାପତି ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଥିଲା, “ଦେଖ, ଯଦି ସଦାପ୍ରଭୁ ସ୍ୱର୍ଗରେ ଦ୍ୱାର ଖୋଲନ୍ତି, ଏପରି ଘଟିବ ନାହିଁ?” ସେତେବେଳେ ଇଲୀଶାୟ ସେନାପତିକୁ ଉତ୍ତର ଦେଲେ, “ତୁମ୍ଭେ ନିଜେ ସ୍ୱଚକ୍ଷୁରେ ଏହା ଦେଖିବ, ମାତ୍ର ତୁମ୍ଭେ ସେଥିରୁ ଭୋଜନ କରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ସେନାପତି ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଥିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କʼଣ ଏପରି କଥା ହୋଇ ପାରିବ।” ତହିଁରେ ଇଲୀଶାୟ କହିଥିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ସେନାପତି ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଥିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କ’ଣ ଏପରି କଥା ହୋଇ ପାରିବ।” ତହିଁରେ ଇଲୀଶାୟ କହିଥିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”