2 Kings 7:20 — Compare Translations

5 translations compared side by side

Odia - 1840
"ସହେିପରି ତାହା ପ୍ରତି ଘଟିଲା। କାରଣ ଲୋକମାନେ ନଗରଦ୍ବାର ରେ ତାକୁ ଦଳି ଦବୋରୁ ସେ ମଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିପରି ତାହା ପ୍ରତି ଘଟିଲା; କାରଣ ଲୋକମାନେ ନଗର-ଦ୍ଵାରରେ ତାହାକୁ ଦଳି ପକାନ୍ତେ, ସେ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହିପରି ତାହା ପ୍ରତି ଘଟିଲା। କାରଣ ଲୋକମାନେ ନଗରଦ୍ୱାରରେ ତାକୁ ଦଳି ଦେବାରୁ ସେ ମଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିପରି ତାହା ପ୍ରତି ଘଟିଲା; କାରଣ ଲୋକମାନେ ନଗର-ଦ୍ୱାରରେ ତାହାକୁ ଦଳି ପକାନ୍ତେ, ସେ ମଲା।
Odia IRV 2017 (ଓଡିଆ ବାଇବେଲ)
ସେହିପରି ତାହା ପ୍ରତି ଘଟିଲା; କାରଣ ଲୋକମାନେ ନଗର ଦ୍ୱାରରେ ତାହାକୁ ଦଳି ପକାନ୍ତେ, ସେ ମଲା।