2 Kings 7:3 — Compare Translations

5 translations compared side by side

Odia - 1840
"ସହେି ସମୟରେ ନଗରଦ୍ବାର ପ୍ରବେଶ ସ୍ଥାନ ରେ ଗ୍ଭରିଜଣ କୁଷ୍ଠୀ ଥିଲେ। ସମାନେେ ପରସ୍ପରକୁ କହିଲେ, ଆମ୍ଭମାନେେ ମୃତ୍ଯୁକୁ ଅପେକ୍ଷା କରି ଏଠା ରେ କାହିଁକି ବସିଅଛୁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ନଗର-ଦ୍ଵାରର ପ୍ରବେଶ-ସ୍ଥାନରେ ଚାରି ଜଣ କୁଷ୍ଠୀ ଥିଲେ; ଆଉ ସେମାନେ ପରସ୍ପର କହିଲେ, ଆମ୍ଭେମାନେ ମରିବା ପର୍ଯ୍ୟନ୍ତ କାହିଁକି ଏଠାରେ ବସିଅଛୁ?
Odia Bible ERV 2004 (ପବିତ୍ର ବାଇବଲ)
କୁଷ୍ଠରୋଗୀମାନେ ଅରାମୀୟମାନଙ୍କ ତମ୍ବୁ ଶୂନ୍ୟ ଥିବାର ଦେଖନ୍ତି ସେହି ସମୟରେ ନଗରଦ୍ୱାର ପ୍ରବେଶ ସ୍ଥାନରେ ଗ୍ଭରିଜଣ କୁଷ୍ଠୀ ଥିଲେ। ସେମାନେ ପରସ୍ପରକୁ କହିଲେ, “ଆମ୍ଭେମାନେ ମୃତ୍ୟୁକୁ ଅପେକ୍ଷା କରି ଏଠାରେ କାହିଁକି ବସିଅଛୁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଚାରି ଜଣ କୁଷ୍ଠୀ ଥିଲେ; ଆଉ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ମରିବା ପର୍ଯ୍ୟନ୍ତ କାହିଁକି ଏଠାରେ ବସିଅଛୁ?
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଚାରି ଜଣ କୁଷ୍ଠୀ ଥିଲେ; ଆଉ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ମରିବା ପର୍ଯ୍ୟନ୍ତ କାହିଁକି ଏଠାରେ ବସିଅଛୁ?