2 Kings 7:5 — Compare Translations
5 translations compared side by side
Odia - 1840
"ତେଣୁ ସହେିଦିନ ସନ୍ଧ୍ଯା ରେ ସେ ଗ୍ଭରିଜଣ କୁଷ୍ଠୀ ଅରାମୀଯ ଶିବିରକୁ ଗଲେ। ସମାନେେ ଅରାମୀଯ ଶିବିରର ବାହାର ସୀମା ରେ ପହଞ୍ଚି ଦେଖିଲେ, ସଠାେରେ କୌଣସି ମନୁଷ୍ଯ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେମାନେ ଅରାମୀୟମାନଙ୍କ ଛାଉଣିକି ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ଦିନ ସନ୍ଧ୍ୟାରେ ସେ ଗ୍ଭରିଜଣ କୁଷ୍ଠୀ ଅରାମୀୟ ଶିବିରକୁ ଗଲେ। ସେମାନେ ଅରାମୀୟ ଶିବିରର ବାହାର ସୀମାରେ ପହଞ୍ଚି ଦେଖିଲେ, ସେଠାରେ କୌଣସି ମନୁଷ୍ୟ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ କୁଷ୍ଠୀମାନେ ଅରାମୀୟମାନଙ୍କ ଛାଉଣିକୁ ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ କୁଷ୍ଠୀମାନେ ଅରାମୀୟମାନଙ୍କ ଛାଉଣିକୁ ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନ ଥିଲେ।