2 Kings 7:6 — Compare Translations
5 translations compared side by side
Odia - 1840
"କାରଣ ସଦାପ୍ରଭୁ ଅରାମୀଯ ସୈନ୍ଯମାନଙ୍କୁ ରଥ ଶଦ୍ଦ, ଅଶ୍ବ ଶଦ୍ଦ ଓ ବିପୁଳ ସୈନ୍ଯବାହିନୀର ଶଦ୍ଦ ଶୁଣାଇବାକୁ କାରଣ ହେଲେ। ତହିଁରେ ସମାନେେ ପରସ୍ପରକୁ କହିଲେ, ଦେଖ, ଇଶ୍ରାୟେଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବାକୁ ହିତ୍ତୀଯ ଓ ମିଶରୀଯ ରାଜଗଣଙ୍କୁ ଆମ୍ଭ ବିରୁଦ୍ଧ ରେ ବତନେ ଦଇେ ନିୟୁକ୍ତ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ-ଶଦ୍ଦ ଓ ଅଶ୍ଵ-ଶଦ୍ଦ, ଅର୍ଥାତ୍, ମହାସୈନ୍ୟ-ଶଦ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସ୍ରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ଅରାମୀୟ ସୈନ୍ୟମାନଙ୍କୁ ରଥ ଶବ୍ଦ, ଅଶ୍ୱ ଶବ୍ଦ ଓ ବିପୁଳ ସୈନ୍ୟବାହିନୀର ଶବ୍ଦ ଶୁଣାଇଲେ। ତହିଁରେ ସେମାନେ ପରସ୍ପରକୁ କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବାକୁ ହିତ୍ତୀୟ ଓ ମିଶରୀୟ ରାଜଗଣଙ୍କୁ ଆମ୍ଭ ବିରୁଦ୍ଧରେ ବେତନ ଦେଇ ନିଯୁକ୍ତ କରିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ ଶବ୍ଦ ଓ ଅଶ୍ୱ ଶବ୍ଦ, ଅର୍ଥାତ୍, ମହାସୈନ୍ୟ ଶବ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ ଶବ୍ଦ ଓ ଅଶ୍ୱ ଶବ୍ଦ, ଅର୍ଥାତ୍, ମହାସୈନ୍ୟ ଶବ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସ୍ରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।”