2 Kings 8:1 — Compare Translations
5 translations compared side by side
Odia - 1840
"ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ର ପୁନର୍ଜୀବିତ କରିଥିଲେ, ସହେି ସ୍ତ୍ରୀକୁ କହିଲେ, ତୁମ୍ଭେ ଓ ତୁମ୍ଭର ପରିବାର ୟାଇ ଅନ୍ୟ ଦେଶ ରେ ବାସ କରିବା ଉଚିତ୍। କାରଣ ସଦାପ୍ରଭୁ ଏହି ଦେଶ ରେ ଦୁର୍ଭିକ୍ଷ ପାଇଁ ଆଜ୍ଞା କରିଅଛନ୍ତି। ପୁଣି ଏହି ଦୁର୍ଭିକ୍ଷ ସାତବର୍ଷ ପାଇଁ ଏହି ଦେଶ ରେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ରକୁ ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକି କହିଥିଲେ, ଉଠ, ତୁମ୍ଭେ ଓ ତୁମ୍ଭ ପରିବାର ଯାଇ ଯେଉଁଠାରେ ପ୍ରବାସ କରିପାର, ସେଠାରେ ପ୍ରବାସ କର; କାରଣ ସଦାପ୍ରଭୁ ଦୁର୍ଭିକ୍ଷ ଆଜ୍ଞା କରିଅଛନ୍ତି; ଆଉ ତାହା ମଧ୍ୟ ସାତ ବର୍ଷ ପର୍ଯ୍ୟନ୍ତ ଦେଶରେ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଓ ଶୁନେମୀୟା ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ର ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକୁ କହିଲେ, “ତୁମ୍ଭେ ଓ ତୁମ୍ଭର ପରିବାର ଯାଇ ଅନ୍ୟ ଦେଶରେ ବାସ କରିବା ଉଚିତ୍। କାରଣ ସଦାପ୍ରଭୁ ଏହି ଦେଶରେ ଦୁର୍ଭିକ୍ଷ ପାଇଁ ଆଜ୍ଞା କରିଅଛନ୍ତି। ପୁଣି ଏହି ଦୁର୍ଭିକ୍ଷ ସାତ ବର୍ଷ ପାଇଁ ଏହି ଦେଶରେ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ରକୁ ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକୁ କହିଥିଲେ, “ଉଠ, ତୁମ୍ଭେ ଓ ତୁମ୍ଭ ପରିବାର ଯାଇ ଯେଉଁଠାରେ ପ୍ରବାସ କରିପାର, ସେଠାରେ ପ୍ରବାସ କର; କାରଣ ସଦାପ୍ରଭୁ ଦୁର୍ଭିକ୍ଷ ଆଜ୍ଞା କରିଅଛନ୍ତି; ଆଉ ତାହା ମଧ୍ୟ ସାତ ବର୍ଷ ପର୍ଯ୍ୟନ୍ତ ଦେଶରେ ରହିବ।”
Odia IRV 2017 (ଓଡିଆ ବାଇବେଲ)