2 Kings 8:11 — Compare Translations

5 translations compared side by side

Odia - 1840
"ସେତବେେଳେ ଇଲୀଶାୟ ହସାଯଲେ ପଢି ଏପରିସ୍ଥିର ଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହବୋ ପର୍ୟ୍ଯନ୍ତ ବିହ୍ବଳ ହେଲେ। ପୁଣି ପରମେଶ୍ବରଙ୍କ ଲୋକ ରୋଦନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇଲୀଶାୟ ତାହା ପ୍ରତି ଏପରି ସ୍ଥିରଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହେଲା; ପୁଣି ପରମେଶ୍ଵରଙ୍କ ଲୋକ ରୋଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ହସାୟେଲ ସମ୍ବନ୍ଧରେ ଭବିଷ୍ୟ‌ଦ୍‌ବାଣୀ ଶୁଣାନ୍ତି ସେତେବେଳେ ଇଲୀଶାୟ ହସାୟେଲ ପ୍ରତି ଏପରି ସ୍ଥିର ଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହେବା ପର୍ଯ୍ୟନ୍ତ ବିହ୍ୱଳ ହେଲେ। ପୁଣି ପରମେଶ୍ୱରଙ୍କ ଲୋକ ରୋଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇଲୀଶାୟ ତାହା ପ୍ରତି ଏପରି ସ୍ଥିର ଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହେଲା; ପୁଣି ପରମେଶ୍ୱରଙ୍କ ଲୋକ ରୋଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଇଲୀଶାୟ ତାହା ପ୍ରତି ଏପରି ସ୍ଥିରଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହେଲା; ପୁଣି ପରମେଶ୍ୱରଙ୍କ ଲୋକ ରୋଦନ କଲେ।