2 Kings 8:13 — Compare Translations

5 translations compared side by side

Odia - 1840
"ହସାଯଲେ କହିଲେ, ମୁଁ ତ ସପରେି ଶକ୍ତିଶାଳୀ ନୁହେଁ, ମୁଁ ସହେି ସାମରିକ କୃତିବ ପାରିବ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ହସାୟେଲ କହିଲା, ମାତ୍ର ଆପଣଙ୍କ ଦାସ, ଯେ ଗୋଟିଏ କୁକ୍କୁର ମାତ୍ର, ସେ କିଏ ଯେ, ଏହି ବଡ଼ କର୍ମ କରିବ? ତହୁଁ ଇଲୀଶାୟ ଉତ୍ତର କଲେ, ସଦାପ୍ରଭୁ ମୋତେ ଜଣାଇଅଛନ୍ତି ଯେ, ତୁମ୍ଭେ ଅରାମର ରାଜା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ହସାୟେଲ କହିଲେ, “ମୁଁ ତ ସେପରି ଶକ୍ତିଶାଳୀ ନୁହେଁ, ମୁଁ ସେହି ସାମରିକ କୃତିବ ପାରିବ ନାହିଁ?” ଇଲୀଶାୟ ଉତ୍ତର କଲେ, “ସଦାପ୍ରଭୁ ମୋତେ ଜଣାଇଛନ୍ତି ତୁମ୍ଭେ ଅରାମର ରାଜା ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ହସାୟେଲ କହିଲା, “ମାତ୍ର ଆପଣଙ୍କ ଦାସ, ଯେ ଗୋଟିଏ କୁକ୍କୁର ମାତ୍ର, ସେ କିଏ ଯେ, ଏହି ବଡ଼ କର୍ମ କରିବ?” ତହୁଁ ଇଲୀଶାୟ ଉତ୍ତର କଲେ, “ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ତୁମ୍ଭେ ଅରାମର ରାଜା ହେବ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ହସାୟେଲ କହିଲା, “ମାତ୍ର ଆପଣଙ୍କ ଦାସ, ଯେ ଗୋଟିଏ କୁକ୍କୁର ମାତ୍ର, ସେ କିଏ ଯେ, ଏହି ବଡ଼ କର୍ମ କରିବ?” ତହୁଁ ଇଲୀଶାୟ ଉତ୍ତର କଲେ, “ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ତୁମ୍ଭେ ଅରାମର ରାଜା ହେବ।”